Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 18:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ସେ ଯିରୀହୋର ନିକଟବର୍ତ୍ତୀ ହେଉଥିବା ସମୟରେ ଜଣେ ଅନ୍ଧ ବାଟ ପାଖରେ ବସି ଭିକ ମାଗୁଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ସେ ଯିରୀହୋର ନିକଟବର୍ତ୍ତୀ ହେଉଥିବା ସମୟରେ ଜଣେ ଅନ୍ଧ ପଥପାର୍ଶ୍ଵରେ ବସି ଭିକ୍ଷା କରୁଥିଲା।

Gade chapit la Kopi

ଓଡିଆ ବାଇବେଲ

35 ସେ ଯିରୀହୋର ନିକଟବର୍ତ୍ତୀ ହେଉଥିବା ସମୟରେ ଜଣେ ଅନ୍ଧ ବାଟ ପାଖରେ ବସି ଭିକ ମାଗୁଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

35 ଯୀଶୁ ଯିରୀହୋର ନିକଟବର୍ତ୍ତୀ ହେବାବେଳେ ରାସ୍ତା କଡ଼ରେ ଜଣେ ଅନ୍ଧ ବସି ଭିକ ମାଗୁଥିଲା।

Gade chapit la Kopi

ପବିତ୍ର ବାଇବଲ

35 ଯୀଶୁ ଯିରୀହୋ ନଗର ପାଖାପାଖି ହୋଇ ଆସିଲେ। ସେତେବେଳେ ରାସ୍ତା କଡ଼ରେ ଗୋଟିଏ ଅନ୍ଧ ବସିଥିଲା। ସେହି ଅନ୍ଧଟି ଭିକ ମାଗୁଥିଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 18:35
9 Referans Kwoze  

ତେଣୁ ପ୍ରତିବାସୀମାନେ, ପୁଣି, ଯେଉଁମାନେ ତାହାକୁ ପୂର୍ବେ ଜଣେ ଭିକାରୀ ବୋଲି ଦେଖିଥିଲେ, ସେମାନେ ପଚାରିଲେ, ଯେ ବସି ଭିକ ମାଗୁଥିଲା, ଏ କଅଣ ସେହି ନୁହେଁ?


ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥିବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି।


ପରେ ଯୀଶୁ ଯିରୀହୋରେ ପ୍ରବେଶ କରି ତାହା ମଧ୍ୟ ଦେଇ ଯାଉଥିଲେ।


ଏପରି ସମୟରେ ମାତୃଗର୍ଭରୁ ଖଞ୍ଜ ଜଣେ ଲୋକ ବୁହା ହୋଇ ଯାଉଥିଲା। ମନ୍ଦିରରେ ପ୍ରବେଶ କରୁଥିବା ଲୋକମାନଙ୍କଠାରୁ ଭିକ୍ଷା ମାଗିବା ନିମନ୍ତେ ଲୋକେ ତାହାକୁ ପ୍ରତିଦିନ ସେଥିର ସୁନ୍ଦର ନାମକ ଦ୍ୱାରରେ ରଖିଦେଉଥିଲେ।


ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ।


ସେ ଲୋକମାନଙ୍କ ଯାଉଥିବାର ଶବ୍ଦ ଶୁଣି କଥା କଅଣ ବୋଲି ପଚାରିବାକୁ ଲାଗିଲା।


Swiv nou:

Piblisite


Piblisite