ଲୂକ ଲିଖିତ ସୁସମାଚାର 18:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ସେ ଲୋକମାନଙ୍କ ଯାଉଥିବାର ଶବ୍ଦ ଶୁଣି କଥା କଅଣ ବୋଲି ପଚାରିବାକୁ ଲାଗିଲା। Gade chapit laପବିତ୍ର ବାଇବଲ (Re-edited) - (BSI)36 ସେ ଲୋକସମୂହର ଗମନର ଶଦ୍ଦ ଶୁଣି କଥା କଅଣ ବୋଲି ପଚାରିବାକୁ ଲାଗିଲା। Gade chapit laଓଡିଆ ବାଇବେଲ36 ସେ ଲୋକମାନଙ୍କ ଯାଉଥିବାର ଶବ୍ଦ ଶୁଣି କଥା କ'ଣ ବୋଲି ପଚାରିବାକୁ ଲାଗିଲା । Gade chapit laପବିତ୍ର ବାଇବଲ (CL) NT (BSI)36 ବହୁସଂଖ୍ୟକ ଲୋକ ସେହି ବାଟ ଦେଇ ଯାଉ ଥିବାର ଶୁଣି ସେ ପଚାରିଲା, “କ’ଣ ହେଉଛି?” Gade chapit laପବିତ୍ର ବାଇବଲ36 ସେ ରାସ୍ତାରେ ଯାଉଥିବା ଲୋକମାନଙ୍କ କୋଳାହଳ ଶୁଣିପାରି ପଗ୍ଭରିଲା, “ଘଟଣା କ’ଣ?” Gade chapit la |