Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 18:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 “ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ?” ଅନ୍ଧ କହିଲା, ହେ ପ୍ରଭୁ, ମୁଁ ଯେପରି ଦେଖି ପାରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ? ସେ କହିଲା, ହେ ପ୍ରଭୁ, ମୁଁ ଯେପରି ଦୃଷ୍ଟି ପାଏ।

Gade chapit la Kopi

ଓଡିଆ ବାଇବେଲ

41 ମୁଁ ତୁମ୍ଭ ପାଇଁ କ'ଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ ? ଅନ୍ଧ କହିଲା, ହେ ପ୍ରଭୁ, ମୁଁ ଯେପରି ଦେଖି ପାରିବି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

41 “ତୋ’ ପାଇଁ କ’ଣ କରିବି ବୋଲି ତୁ ଚାହୁଁଛୁ?” ସେ ଉତ୍ତର ଦେଲା, “ପ୍ରଭୁ, ମୁଁ ଯେପରି ଦୃଷ୍ଟି ପାଏ।”

Gade chapit la Kopi

ପବିତ୍ର ବାଇବଲ

41 “ମୁଁ ତୁମ୍ଭ ପାଇଁ କ’ଣ କରିବି ବୋଲି ତୁମ୍ଭେ ଗ୍ଭହୁଁଛ?” ସେହି ଅନ୍ଧଟି କହିଲା, “ପ୍ରଭୁ, ମୁଁ ପୁଣି ଥରେ ଦେଖି ପାରିବାକୁ ଗ୍ଭହୁଁଛି।”

Gade chapit la Kopi




ଲୂକ ଲିଖିତ ସୁସମାଚାର 18:41
6 Referans Kwoze  

କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।


କିନ୍ତୁ ଆମ୍ଭେମାନେ ଯାହା ଦେଖୁ ନାହୁଁ, ଯଦି ତାହା ନିମନ୍ତେ ଭରସା କରୁ, ତାହାହେଲେ ଧୈର୍ଯ୍ୟ ସହକାରେ ତାହାର ଅପେକ୍ଷାରେ ଥାଉ।


ସେଥିରେ ଯୀଶୁ ଠିଆ ହୋଇ ଅନ୍ଧକୁ ଆପଣା ନିକଟକୁ ଆଣିବା ପାଇଁ ଆଦେଶ ଦେଲେ; ଯେତେବେଳେ ଅନ୍ଧଟି ପାଖକୁ ଆସିଲା, ଯୀଶୁ ତାହାକୁ ପଚାରିଲେ,


ଯୀଶୁ ତାହାକୁ କହିଲେ, “ଦୃଷ୍ଟି ପାଅ; ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।”


Swiv nou:

Piblisite


Piblisite