ଲୂକ ଲିଖିତ ସୁସମାଚାର 18:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ଯୀଶୁ ତାହାକୁ କହିଲେ, “ଦୃଷ୍ଟି ପାଅ; ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)42 ଯୀଶୁ ତାହାକୁ କହିଲେ, ଦୃଷ୍ଟି ପାଅ; ତୁମ୍ଭର ବିଶ୍ଵାସ ତୁମ୍ଭକୁ ସୁସ୍ଥ କରିଅଛି। Gade chapit laଓଡିଆ ବାଇବେଲ42 ଯୀଶୁ ତାହାକୁ କହିଲେ, ଦୃଷ୍ଟି ପାଅ; ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି । Gade chapit laପବିତ୍ର ବାଇବଲ (CL) NT (BSI)42 ଯୀଶୁ ତାକୁ କହିଲେ, “ଚାହିଁ ଦେଖ୍! ତୋର ବିଶ୍ୱାସ ତୋତେ ସୁସ୍ଥ କରିଛି।” Gade chapit laପବିତ୍ର ବାଇବଲ42 ଯୀଶୁ ତାହାକୁ କହିଲେ, “ତୁମ୍ଭେ ଦୃଷ୍ଟି ଶକ୍ତି ଲାଭ କର। ତୁମ୍ଭର ବିଶ୍ୱାସ ହିଁ ତୁମ୍ଭକୁ ଉଦ୍ଧାର କଲା।” Gade chapit la |