ଲୂକ ଲିଖିତ ସୁସମାଚାର 18:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ନିଜ ନିଜକୁ ଧାର୍ମିକ ମନେ କରି ଅନ୍ୟ ସମସ୍ତଙ୍କୁ ତୁଚ୍ଛ କରୁଥିବା କେତେକ ଆତ୍ମନିର୍ଭରଶୀଳ ଲୋକଙ୍କୁ ସେ ଏହି ଦୃଷ୍ଟାନ୍ତ ମଧ୍ୟ କହିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)9 ଆପଣା ଆପଣାକୁ ଧାର୍ମିକ ଜ୍ଞାନ କରି ଅନ୍ୟ ସମସ୍ତଙ୍କୁ ତୁଚ୍ଛଜ୍ଞାନ କରୁଥିବା କେତେକ ଆତ୍ମନିର୍ଭରଶୀଳ ଲୋକଙ୍କୁ ସେ ଏହି ଦୃଷ୍ଟାନ୍ତ ମଧ୍ୟ କହିଲେ, Gade chapit laଓଡିଆ ବାଇବେଲ9 ନିଜ ନିଜକୁ ଧାର୍ମିକ ମନେ କରି ଅନ୍ୟ ସମସ୍ତଙ୍କୁ ତୁଚ୍ଛ କରୁଥିବା କେତେକ ଆତ୍ମନିର୍ଭରଶୀଳ ଲୋକଙ୍କୁ ସେ ଏହି ଦୃଷ୍ଟାନ୍ତ ମଧ୍ୟ କହିଲେ, Gade chapit laପବିତ୍ର ବାଇବଲ (CL) NT (BSI)9 ଯେଉଁମାନେ ନିଜକୁ ଧାର୍ମିକ ମନେକରି ଅନ୍ୟମାନଙ୍କୁ ତୁଚ୍ଛ ଜ୍ଞାନ କରୁଥିଲେ, ଯୀଶୁ ସେମାନଙ୍କୁ ଲକ୍ଷ୍ୟ କରି ଏହି ଦୃଷ୍ଟାନ୍ତ କଥା କହିଲେ: Gade chapit laପବିତ୍ର ବାଇବଲ9 କେତେକ ଲୋକ ଭାବୁଥିଲେ ଯେ ସେମାନେ ବହୁତ ଭଲ ଅଟନ୍ତି। ସେମାନେ ନିଜେ ଅନ୍ୟମାନଙ୍କ ଅପେକ୍ଷା ବହୁତ ଭଲ ହୋଇଥିବା ଭଳି ବ୍ୟବହାର କରୁଥିଲେ। ଯୀଶୁ ସେମାନଙ୍କୁ ଉପଦେଶ ଦେବା ପାଇଁ ଏହି ଦୃଷ୍ଟାନ୍ତ କହିଲେ: Gade chapit la |
ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।