Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପରେ ଯୀଶୁ ଯିରୀହୋରେ ପ୍ରବେଶ କରି ତାହା ମଧ୍ୟ ଦେଇ ଯାଉଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପରେ ସେ ଯିରୀହୋରେ ପ୍ରବେଶ କରି ତାହା ମଧ୍ୟ ଦେଇ ଯାଉଥିଲେ।

Gade chapit la Kopi

ଓଡିଆ ବାଇବେଲ

1 ପରେ ଯୀଶୁ ଯିରୀହୋରେ ପ୍ରବେଶ କରି ତାହା ମଧ୍ୟ ଦେଇ ଯାଉଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଯୀଶୁ ଯିରୀହୋ ମଧ୍ୟଦେଇ ଯାଉଥିଲେ।

Gade chapit la Kopi

ପବିତ୍ର ବାଇବଲ

1 ଯୀଶୁ ଯିରୀହୋ ନଗର ଦେଇ ଯାଉଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 19:1
7 Referans Kwoze  

ସେ ଯିରୀହୋର ନିକଟବର୍ତ୍ତୀ ହେଉଥିବା ସମୟରେ ଜଣେ ଅନ୍ଧ ବାଟ ପାଖରେ ବସି ଭିକ ମାଗୁଥିଲା।


ତାଙ୍କର ସମୟରେ ବେଥେଲୀୟ ହୀୟେଲ ଯିରୀହୋ ନଗର ପୁନର୍ବାର ନିର୍ମାଣ କଲେ; ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟଙ୍କ ଦେଇ ଯାହା କହିଥିଲେ; ସେହି ବାକ୍ୟାନୁସାରେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଅବୀରାମର ମୃତ୍ୟୁୁ ସହିତ ନଗରର ଭିତ୍ତିମୂଳ ସ୍ଥାପନ କଲେ ଓ ଆପଣା କନିଷ୍ଠ ପୁତ୍ର ସଗୂବର ମୃତ୍ୟୁୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କଲେ।


ଏଥିଉତ୍ତାରେ ନୂନର ପୁତ୍ର ଯିହୋଶୂୟ ଶିଟୀମଠାରୁ ଗୁପ୍ତଚର ରୂପେ ଦୁଇ ମନୁଷ୍ୟଙ୍କୁ ଏହି କଥା କହି ଗୋପନରେ ପଠାଇଲେ, “ତୁମ୍ଭେମାନେ ଯାଇ ସେହି ଦେଶ ଓ ଯିରୀହୋ ନଗର ନିରୀକ୍ଷଣ କର।” ତହୁଁ ସେମାନେ ଯାଇ ରାହାବ ନାମ୍ନୀ ଏକ ବେଶ୍ୟାର ଗୃହରେ ଉପସ୍ଥିତ ହୋଇ ସେଠାରେ ଅସ୍ଥାୟୀ ଭାବରେ ବସା କଲେ।


ପରେ ସେମାନେ ଯିରୀହୋରେ ଉପସ୍ଥିତ ହେଲେ, ଆଉ ସେ ଆପଣା ଶିଷ୍ୟସମୂହ ଓ ବହୁସଂଖ୍ୟକ ଲୋକ ସହିତ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ଟୀମାୟର ପୁତ୍ର ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକ୍ଷୁକ ପଥ ପାର୍ଶ୍ୱରେ ବସିଥିଲା।


ଆଉ ଦେଖ, ସେଠାରେ ଜଖୀୟ ନାମରେ ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କର ଆଦାୟକାରୀ ଓ ଧନୀ ଲୋକ।


Swiv nou:

Piblisite


Piblisite