Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେଥିରେ ପ୍ରଥମ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୋହର ଆଉ ଦଶଗୋଟି ମୋହର ଲାଭ କରିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେଥିରେ ପ୍ରଥମ ଜଣକ ଆସି କହିଲା, ପ୍ରଭୋ, ଆପଣଙ୍କ ମୋହର ଆଉ ଦଶଟି ମୋହର ଲାଭ କରିଅଛି।

Gade chapit la Kopi

ଓଡିଆ ବାଇବେଲ

16 ସେଥିରେ ପ୍ରଥମ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୁଦ୍ରା ଆଉ ଦଶଟି ମୁଦ୍ରା ଲାଭ କରିଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ପ୍ରଥମ ଜଣକ ଆସି କହିଲା, ‘ମହାଶୟ, ଆପଣ ଦେଇଥିବା ଗୋଟିଏ ମୁଦ୍ରା ସାହାଯ୍ୟରେ ମୁଁ ଦଶଟି ସ୍ୱର୍ଣ୍ଣ ମୁଦ୍ରା ଅର୍ଜନ କରିଛି।’

Gade chapit la Kopi

ପବିତ୍ର ବାଇବଲ

16 ପ୍ରଥମେ ଗ୍ଭକର ଜଣକ ଆସି କହିଲା, ‘ଆଜ୍ଞା, ଆପଣ ମୋତେ ଦେଇଥିବା ଟଙ୍କା ଥଳିଟିକୁ ବ୍ୟବହାର କରି ମୁଁ ଦଶ ଥଳି ଅଧିକ ଟଙ୍କା ଅର୍ଜନ କରିଛି।’

Gade chapit la Kopi




ଲୂକ ଲିଖିତ ସୁସମାଚାର 19:16
8 Referans Kwoze  

କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ବରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋʼ ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋʼ ସହିତ ଥିବା ଈଶ୍ବରଙ୍କ ଅନୁଗ୍ରହ ତାହା କରିଅଛି।


ସେ ଆପଣାର ଦଶ ଜଣ ଦାସଙ୍କୁ ଡାକି ସେମାନଙ୍କୁ ଦଶଗୋଟି ମୋହର ଦେଇ କହିଲେ, ମୋହର ଆସିବା ପର୍ଯ୍ୟନ୍ତ ବେପାର କର।


ପରେ ସେ ରାଜପଦ ପ୍ରାପ୍ତ ହୋଇ ଫେରିଆସିଲେ, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଦେଶ ଦେଲେ।


ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ ହୋଇଥିବାରୁ ଦଶ ଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ।


Swiv nou:

Piblisite


Piblisite