Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେ ତାହାକୁ ମଧ୍ୟ କହିଲେ, ତୁମ୍ଭେ ସୁଦ୍ଧା ପାଞ୍ଚଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ସେ ତାହାକୁ ମଧ୍ୟ କହିଲେ, ତୁମ୍ଭେ ସୁଦ୍ଧା ପାଞ୍ଚଗୋଟି ନଗର ଉପରେ ଅଧିକାର ପ୍ରାପ୍ତ ହୁଅ।

Gade chapit la Kopi

ଓଡିଆ ବାଇବେଲ

19 ସେ ତାହାକୁ ମଧ୍ୟ କହିଲେ, ତୁମ୍ଭେ ସୁଦ୍ଧା ପାଞ୍ଚୋଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ସେ ତାକୁ କହିଲେ, ‘ତୁମେ ପାଞ୍ଚଟି ନଗରର ଦାୟିତ୍ୱରେ ରହିବ।’

Gade chapit la Kopi

ପବିତ୍ର ବାଇବଲ

19 ରାଜା ସେହି ଗ୍ଭକରଟିକୁ କହିଲେ, ‘ତୁମ୍ଭେ ପାଞ୍ଚୋଟି ନଗର ଉପରେ ଶାସନ କରିବ।’

Gade chapit la Kopi




ଲୂକ ଲିଖିତ ସୁସମାଚାର 19:19
8 Referans Kwoze  

ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ।


କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ।


ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ।


ଯେ ରୋପଣ କରେ ଓ ଯେ ସେଚନ କରେ, ସେ ଦୁହେଁ ଏକ, କିନ୍ତୁ ପ୍ରତ୍ୟେକ ଜଣ ଆପଣା ପରିଶ୍ରମ ଅନୁସାରେ ନିଜର ପୁରସ୍କାର ପାଇବ।


ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ।


ପୁଣି, ଦ୍ୱିତୀୟ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୋହର ଆଉ ପାଞ୍ଚୋଟି ମୋହର ଲାଭ କରିଅଛି।


ଆଉ ଜଣେ ଆସି କହିଲା, ପ୍ରଭୁ, ଦେଖନ୍ତୁ, ଏହି ଆପଣଙ୍କର ମୋହର, ମୁଁ ଏହା ଗାମୁଛାରେ ବାନ୍ଧି ରଖି ଦେଇଥିଲି;


Swiv nou:

Piblisite


Piblisite