ଲୂକ ଲିଖିତ ସୁସମାଚାର 19:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତେବେ ବ୍ୟାଙ୍କରେ କାହିଁକି ମୋହର ଧନ ରଖିଲୁ ନାହିଁ? ତାହାହେଲେ ମୁଁ ଆସି ସୁଧ ସହିତ ତାହା ଆଦାୟ କରିଥାଆନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)23 ତେବେ, ବ୍ୟାଙ୍କରେ କାହିଁକି ମୋହର ଧନ ରଖିଲୁ ନାହିଁ? ତାହାହେଲେ ମୁଁ ଆସି ସୁଧ ସହିତ ତାହା ଆଦାୟ କରିଥାଆନ୍ତି। Gade chapit laଓଡିଆ ବାଇବେଲ23 ତେବେ ବ୍ୟାଙ୍କରେ କାହିଁକି ମୋହର ଧନ ରଖିଲୁ ନାହିଁ ? ତାହାହେଲେ ମୁଁ ଆସି ସୁଧ ସହିତ ତାହା ଆଦାୟ କରିଥାଆନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)23 ତେବେ ତୁ ମୋର ଟଙ୍କାକୁ କାହିଁକି ବ୍ୟାଙ୍କରେ ରଖିଲୁ ନାହିଁ? ତା’ହେଲେ ମୁଁ ଫେରିବା ପରେ ସୁଧ ସହିତ ତାହା ପାଇଥାନ୍ତି।’ Gade chapit laପବିତ୍ର ବାଇବଲ23 ଯଦି ଏ କଥା ସତ୍ୟ, ତେବେ ତୁମ୍ଭେ ମୋ’ ଟଙ୍କା ବ୍ୟାଙ୍କରେ ଜମା ରଖି ପାରିଥା’ନ୍ତ ତା'ହେଲେ ମୁଁ ଫେରି ଆସିଲା ବେଳକୁ ମୋ’ ଟଙ୍କାରେ କିଛି ସୁଧ ଅର୍ଜ୍ଜନ କରାଯାଇ ପାରିଥା’ନ୍ତା Gade chapit la |