ଲୂକ ଲିଖିତ ସୁସମାଚାର 19:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 କିନ୍ତୁ ମୋହର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋହର ସାକ୍ଷାତରେ ହତ୍ୟା କର।’” Gade chapit laପବିତ୍ର ବାଇବଲ (Re-edited) - (BSI)27 କିନ୍ତୁ ମୋର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ରାଜତ୍ଵ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋର ସାକ୍ଷାତରେ ହତ୍ୟା କର। Gade chapit laଓଡିଆ ବାଇବେଲ27 କିନ୍ତୁ ମୋର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋର ସାକ୍ଷାତରେ ହତ୍ୟା କର । Gade chapit laପବିତ୍ର ବାଇବଲ (CL) NT (BSI)27 ବର୍ତ୍ତମାନ ମୋର ଯେଉଁ ଶତ୍ରୁମାନେ ମୋତେ ରାଜା କରିବାକୁ ଇଚ୍ଛା କରୁ ନ ଥିଲେ, ସେମାନଙ୍କୁ ଏଠାକୁ ଆଣ ଓ ମୋ’ ଆଗରେ ସେମାନଙ୍କୁ ବଧ କର’।” Gade chapit laପବିତ୍ର ବାଇବଲ27 ବର୍ତ୍ତମାନ ମୋର ଶତ୍ରୁମାନେ କାହାନ୍ତି? ମୁଁ ସେମାନଙ୍କର ରାଜା ନ ହୁଏ ବୋଲି ଯେଉଁମାନେ ଗ୍ଭହୁଁଥିଲେ। ସେମାନେ କାହାନ୍ତି? ମୋ’ ଶତ୍ରୁମାନଙ୍କୁ ଏଠାକୁ ଆଣ। ସେମାନଙ୍କୁ ମୋ’ ଆଖି ଆଗରେ ମାରିଦିଅ।’” Gade chapit la |