ଲୂକ ଲିଖିତ ସୁସମାଚାର 19:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯୀଶୁ କିଏ, ତାହା ଦେଖିବାକୁ ସେ ଚେଷ୍ଟା କରୁଥିଲେ, କିନ୍ତୁ ଲୋକମାନଙ୍କର ଭିଡ଼ ସକାଶୁ ଦେଖି ପାରୁ ନ ଥିଲେ, କାରଣ ସେ ବାଙ୍ଗର ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଯୀଶୁ କିଏ, ତାହା ଦେଖିବାକୁ ସେ ଚେଷ୍ଟା କରୁଥିଲେ, କିନ୍ତୁ ଲୋକମାନଙ୍କର ଭିଡ଼ ସକାଶୁ ଦେଖି ପାରୁ ନ ଥିଲେ, କାରଣ ସେ ବାଙ୍ଗର ଥିଲେ। Gade chapit laଓଡିଆ ବାଇବେଲ3 ଯୀଶୁ କିଏ, ତାହା ଦେଖିବାକୁ ସେ ଚେଷ୍ଟା କରୁଥିଲେ, କିନ୍ତୁ ଲୋକମାନଙ୍କର ଭିଡ଼ ସକାଶୁ ଦେଖି ପାରୁ ନ ଥିଲେ, କାରଣ ସେ ବାଙ୍ଗର ଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)3 ଯୀଶୁଙ୍କୁ ସେ ଦେଖିବାକୁ ଇଚ୍ଛା କରୁଥିଲା, କିନ୍ତୁ ସେ ବାଙ୍ଗର ଥିବାରୁ ଜନଗହଳି ମଧ୍ୟରେ ଯୀଶୁଙ୍କୁ ଦେଖି ପାରିଲା ନାହିଁ। Gade chapit laପବିତ୍ର ବାଇବଲ3 ସେ ଯୀଶୁଙ୍କୁ ଦେଖିବାକୁ ଗ୍ଭହୁଁଥିଲେ। ଆହୁରି ମଧ୍ୟ ଅନେକ ଲୋକ ଯୀଶୁଙ୍କୁ ଦେଖିବାକୁ ଗ୍ଭହୁଁଥିଲେ। ଜଖିୟ ଏତେ ବାଙ୍ଗରା ଥିଲେ ଯେ, ଲୋକଙ୍କ ଭିତରେ ଥାଇ ଯୀଶୁଙ୍କୁ ଦେଖି ପାରିବା ସମ୍ଭବ ନ ଥିଲା। Gade chapit la |