ଲୂକ ଲିଖିତ ସୁସମାଚାର 19:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଆଉ ଯଦି କେହି ତୁମ୍ଭମାନଙ୍କୁ ‘କାହିଁକି ଫିଟାଉଅଛ’ ବୋଲି ପଚାରେ, ତେବେ ଏପରି କହିବ, ‘କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି।’” Gade chapit laପବିତ୍ର ବାଇବଲ (Re-edited) - (BSI)31 ଆଉ, ଯେବେ କେହି ତୁମ୍ଭମାନଙ୍କୁ କାହିଁକି ଫିଟାଉଅଛ ବୋଲି ପଚାରେ, ତେବେ ଏପରି କହିବ, କାରଣ ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି। Gade chapit laଓଡିଆ ବାଇବେଲ31 ଆଉ ଯଦି କେହି ତୁମ୍ଭମାନଙ୍କୁ କାହିଁକି ଫିଟାଉଅଛ ବୋଲି ପଚାରେ, ତେବେ ଏପରି କହିବ, କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି । Gade chapit laପବିତ୍ର ବାଇବଲ (CL) NT (BSI)31 କାହିଁକି ଏହାକୁ ଫିଟାଉଛ ବୋଲି ଯଦି କେହି ତୁମକୁ ପଚାରେ, ତାକୁ କୁହ ଯେ, ଗୁରୁଙ୍କର ଏହା ପ୍ରୟୋଜନ।” Gade chapit laପବିତ୍ର ବାଇବଲ31 ଯଦି କୌଣସି ଲୋକ ତୁମ୍ଭକୁ ପଗ୍ଭରେ ଯେ ତୁମ୍ଭେମାନେ ଗଧଟିକୁ କାହିଁକି ନେଇ ଯାଉଛ, ତେବେ ତୁମ୍ଭେମାନେ କହିବ ଯେ ପ୍ରଭୁଙ୍କର ଏଇଟି ଦରକାର ଅଛି।’” Gade chapit la |