ଲୂକ ଲିଖିତ ସୁସମାଚାର 19:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ସେଥିରେ ପଠାଯାଇଥିବା ଲୋକେ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)32 ସେଥିରେ ପ୍ରେରିତ ଲୋକେ ପ୍ରସ୍ଥାନ କରି, ସେ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖିଲେ। Gade chapit laଓଡିଆ ବାଇବେଲ32 ସେଥିରେ ପଠାଯାଇଥିବା ଲୋକେ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖିଲେ । Gade chapit laପବିତ୍ର ବାଇବଲ (CL) NT (BSI)32 ସେମାନେ ଯାଇ ଯୀଶୁ କହିବା ଅନୁସାରେ ସବୁ ବିଷୟ ଦେଖିଲେ। Gade chapit laପବିତ୍ର ବାଇବଲ32 ଦୁଇଜଣ ଶିଷ୍ୟ ସେହି ଗାଁକୁ ଗଲେ, ଯୀଶୁ ସେମାନଙ୍କୁ ଯେଭଳି କହିଥିଲେ, ଠିକ୍ ସେହି ଅନୁସାରେ ସେମାନେ ଗଧଟିକୁ ପାଇଗଲେ। Gade chapit la |