Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଆଉ ସେ ଯାତ୍ରା କରୁଥିବା ସମୟରେ ଲୋକେ ବାଟରେ ଆପଣା ଆପଣା ଲୁଗା ବିଛାଇ ଦେବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଆଉ, ସେ ଯାତ୍ରା କରୁଥିବା ସମୟରେ ଲୋକେ ପଥରେ ଆପଣା ଆପଣା ଲୁଗା ବିଛାଇ ଦେବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

36 ଆଉ ସେ ଯାତ୍ରା କରୁଥିବା ସମୟରେ ଲୋକେ ବାଟରେ ଆପଣା ଆପଣା ଲୁଗା ବିଛାଇ ଦେବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

36 ସେ ଚଢ଼ି ଯାତ୍ରା କରିବାବେଳେ ଲୋକମାନେ ମଧ୍ୟ ରାସ୍ତାରେ ସେମାନଙ୍କ ଲୁଗା ବିଛାଇ ଦେଲେ।

Gade chapit la Kopi

ପବିତ୍ର ବାଇବଲ

36 ଯୀଶୁ ଗଧ ଉପରେ ବସି ଯିରୁଶାଲମ ଆଡ଼କୁ ଯାତ୍ରା କଲେ। ଲୋକମାନେ ଯୀଶୁଙ୍କ ଆଗରେ ରାସ୍ତା ଉପରେ ନିଜ ନିଜ ଲୁଗା ବିଛାଇ ଦେଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 19:36
4 Referans Kwoze  

ତହୁଁ ସେମାନେ ପ୍ରତ୍ୟେକେ ଶୀଘ୍ର ଆପଣା ଆପଣା ବସ୍ତ୍ର ନେଇ ସୋପାନ ଉପରେ ଯେହୂଙ୍କର ତଳେ ରଖିଲେ ଓ ତୂରୀ ବଜାଇ କହିଲେ, “ଯେହୂ ରାଜା ହେଲେ।”


ପୁଣି, ଲୋକମାନଙ୍କ ମଧ୍ୟରୁ ଅଧିକାଂଶ ଆପଣା ଆପଣା ଲୁଗା ପଥରେ ବିଛାଇଲେ ଓ ଅନ୍ୟମାନେ ଗଛରୁ ଡାଳ କାଟି ଆଣି ବାଟରେ ବିଛାଇ ଦେବାକୁ ଲାଗିଲେ।


ପୁଣି, ସେମାନେ ତାହାକୁ ଯୀଶୁଙ୍କ ନିକଟକୁ ଆଣି ତାହା ଉପରେ ଆପଣା ଆପଣା ଲୁଗା ପକାଇ ଯୀଶୁଙ୍କୁ ବସାଇଲେ।


ପୁଣି, ସେ ଯେତେବେଳେ ଜୀତ ପର୍ବତର ଗଡ଼ାଣି ସ୍ଥାନର ନିକଟବର୍ତ୍ତୀ ହେଲେ, ସେତେବେଳେ ସମୁଦାୟ ଶିଷ୍ୟଦଳ ଦେଖିଥିବା ସମସ୍ତ ମହତର କାର୍ଯ୍ୟ ନିମନ୍ତେ ଆନନ୍ଦରେ ଉଚ୍ଚସ୍ୱର କରି ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ,


Swiv nou:

Piblisite


Piblisite