ଲୂକ ଲିଖିତ ସୁସମାଚାର 19:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ। ସ୍ୱର୍ଗରେ ଶାନ୍ତି ଓ ଊର୍ଦ୍ଧ୍ୱଲୋକରେ ମହିମା। Gade chapit laପବିତ୍ର ବାଇବଲ (Re-edited) - (BSI)38 ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ। ସ୍ଵର୍ଗରେ ଶାନ୍ତି ଓ ଊର୍ଦ୍ଧ୍ଵଲୋକରେ ମହିମା। Gade chapit laଓଡିଆ ବାଇବେଲ38 ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ । ସ୍ୱର୍ଗରେ ଶାନ୍ତି ଓ ଊର୍ଦ୍ଧ୍ୱଲୋକରେ ମହିମା । Gade chapit laପବିତ୍ର ବାଇବଲ (CL) NT (BSI)38 “ଯେଉଁ ରାଜା ପ୍ରଭୁଙ୍କ ନାମରେ ଆସୁଛନ୍ତି, ଈଶ୍ୱର ତାଙ୍କୁ ଆଶୀର୍ବାଦ କରନ୍ତୁ! ସ୍ୱର୍ଗରେ ଶାନ୍ତି ଓ ଈଶ୍ୱରଙ୍କ ଗୌରବ ହେଉ!” Gade chapit laପବିତ୍ର ବାଇବଲ38 “ସ୍ୱାଗତ କରି କହିଲେ: “‘ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଛନ୍ତି, ତାହାଙ୍କୁ ପରମେଶ୍ୱର ଆଶୀର୍ବାଦ କରନ୍ତୁ।’ ସ୍ୱର୍ଗରେ ଶାନ୍ତି ଓ ପରମେଶ୍ୱରଙ୍କ ମହିମା ହେଉ।” Gade chapit la |
ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।