Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ସେଥିରେ ଲୋକମାନଙ୍କ ମଧ୍ୟରୁ କେତେ ଜଣ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ସେଥିରେ ଲୋକସମୂହ ମଧ୍ୟରୁ କେତେକ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ।

Gade chapit la Kopi

ଓଡିଆ ବାଇବେଲ

39 ସେଥିରେ ଲୋକମାନଙ୍କ ମଧ୍ୟରୁ କେତେ ଜଣ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

39 ତା’ପରେ ଲୋକଗହଳି ମଧ୍ୟରୁ କେତେକ ଫାରୁଶୀ ଯୀଶୁଙ୍କ ସହିତ କଥାବାର୍ତ୍ତା କରି କହିଲେ, “ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ତୁନି ହୋଇ ରହିବାକୁ ଆଦେଶ ଦିଅନ୍ତୁ!”

Gade chapit la Kopi

ପବିତ୍ର ବାଇବଲ

39 ଜନଗହଳିରେ କେତେ ଜଣ ରହିଥିବା ଫାରୂଶୀ ଯୀଶୁଙ୍କୁ କହିଲେ, “ଗୁରୁ, ତୁମ୍ଭର ଶିଷ୍ୟମାନଙ୍କୁ ଏ ସବୁ କଥା ନ କହିବାକୁ କୁହ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 19:39
10 Referans Kwoze  

“କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।


ନା ତୁମ୍ଭେମାନେ କଅଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି?


ସେଥିରେ ଫାରୂଶୀମାନେ ପରସ୍ପର କୁହାକୋହି ହେଲେ, ଦେଖୁଅଛ ତ, ତୁମ୍ଭମାନଙ୍କ ସମସ୍ତ ଚେଷ୍ଟା ବିଫଳ ହେଉଅଛି; ଦେଖ, ଜଗତଟାଯାକ ତାହାର ପଛରେ ଗଲେଣି।


କିନ୍ତୁ ଲାଜାରଙ୍କୁ ମଧ୍ୟ ବଧ କରିବା ନିମନ୍ତେ ପ୍ରଧାନ ଯାଜକମାନେ ମନ୍ତ୍ରଣା କଲେ,


ହେ ସଦାପ୍ରଭୋ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍‍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ।


ତାହାପରେ ହେରୋଦ ପଣ୍ଡିତମାନଙ୍କୁ ଗୋପନରେ ଡାକି, ସେହି ତାରା କେଉଁ ସମୟରେ ଦେଖାଗଲା, ଏହା ସେମାନଙ୍କଠାରୁ ଠିକ୍ ଭାବରେ ବୁଝିନେଲେ।


Swiv nou:

Piblisite


Piblisite