Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ଆଉ ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ଆଉ, ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ,

Gade chapit la Kopi

ଓଡିଆ ବାଇବେଲ

41 ଆଉ ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

41 ସେ ନଗରର ନିକଟବର୍ତ୍ତୀ ହେବା ପରେ ତାକୁ ଦେଖି ବିଳାପ କରି କହିଲେ,

Gade chapit la Kopi

ପବିତ୍ର ବାଇବଲ

41 ଯୀଶୁ ଯିରୁଶାଲମ ପାଖରେ ପହଞ୍ଚିଲେ। ଯୀଶୁ ଯିରୁଶାଲମ ନଗରକୁ ଦେଖି ତା’ ପାଇଁ କାନ୍ଦି ପକାଇଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 19:41
14 Referans Kwoze  

ଯୀଶୁ କାନ୍ଦିଲେ।


ମୁଁ ତ ତୁମ୍ଭ ପଛେ ପଛେ ମେଷପାଳକର କାର୍ଯ୍ୟ କରିବାରୁ ବିମୁଖ ହେବା ପାଇଁ ବେଗଗାମୀ ହୋଇ ନାହିଁ; କିଅବା ସେହି ଅମଙ୍ଗଳର ଦିନ ଚାହିଁ ନାହିଁ; ତୁମ୍ଭେ ଜାଣୁଅଛ; ମୋʼ ଓଷ୍ଠରୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା।


ମୁଁ ବିଶ୍ୱାସଘାତକମାନଙ୍କୁ ଦେଖି ଦୁଃଖିତ ହେଲି; କାରଣ ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ।


ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି। ସାଦେ।


ମାତ୍ର ଯଦି ତୁମ୍ଭେମାନେ ଏ କଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।


ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରିପାରନ୍ତି!


ଦୁଷ୍ଟମାନେ ତୁମ୍ଭ ବ୍ୟବସ୍ଥା ପରିତ୍ୟାଗ କରିବାରୁ ପ୍ରଚଣ୍ଡ କ୍ରୋଧ ମୋତେ ଆକ୍ରମଣ କରିଅଛି।


ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା? ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା? ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା? ଆମ୍ଭେ କିପରି ତୁମ୍ଭକୁ ସବୋୟୀମର ନଗରୀ ତୁଲ୍ୟ ରଖିବା? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।


ସେତେବେଳେ ଇଲୀଶାୟ ତାହା ପ୍ରତି ଏପରି ସ୍ଥିର ଦୃଷ୍ଟି କଲେ ଯେ, ସେ ଲଜ୍ଜିତ ହେଲା; ପୁଣି ପରମେଶ୍ୱରଙ୍କ ଲୋକ ରୋଦନ କଲେ।


ଏଥିପାଇଁ ମୁଁ କହିଲି, “ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋʼ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ୱନା କରିବା ପାଇଁ ଚେଷ୍ଟା କର ନାହିଁ।”


ଯେହେତୁ ସଦାପ୍ରଭୁ, ଯେପରି ପରାସୀମ ପର୍ବତରେ, ସେହିପରି ଉଠିବେ, ଯେପରି ଗିବୀୟୋନ୍‍ର ତଳଭୂମିରେ, ସେହିପରି ସେ କ୍ରୋଧ କରିବେ; ତହିଁରେ ସେ ଆପଣାର କାର୍ଯ୍ୟ, ଆପଣାର ଅଦ୍ଭୁତ କାର୍ଯ୍ୟ ସିଦ୍ଧ କରିବେ ଓ ଆପଣାର ବ୍ୟାପାର ଓ ଆପଣାର ଅଦ୍ଭୁତ ବ୍ୟାପାର ସମ୍ପନ୍ନ କରିବେ।


“ତୁ, ହଁ, ତୁ ହିଁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁ! ମାତ୍ର ଏବେ ସେଗୁଡ଼ିକ ତୋʼ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି।


Swiv nou:

Piblisite


Piblisite