Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ପୁଣି, ତୋତେ ଓ ତୋʼ ମଧ୍ୟରେ ଥିବା ତୋʼ ସନ୍ତାନମାନଙ୍କୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବେ, ଆଉ ତୋʼ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ, ରହିବାକୁ ଦେବେ ନାହିଁ, ଏପରି ସମୟ ତୋʼ ଉପରେ ଆସିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ପୁଣି ତୋତେ ଓ ତୋʼ ମଧ୍ୟରେ ଥିବା ତୋʼ ସନ୍ତାନମାନଙ୍କୁ ଭୂମିସାତ୍ କରିବେ, ଆଉ ତୋʼ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ ରହିବାକୁ ଦେବେ ନାହିଁ, ଏପରି ସମୟ ତୋʼ ଉପରେ ଆସିବ।

Gade chapit la Kopi

ଓଡିଆ ବାଇବେଲ

44 ପୁଣି, ତୋତେ ଓ ତୋ ମଧ୍ୟରେ ଥିବା ତୋ ସନ୍ତାନମାନଙ୍କୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବେ, ଆଉ ତୋ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ, ରହିବାକୁ ଦେବେ ନାହିଁ, ଏପରି ସମୟ ତୋ ଉପରେ ଆସିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

44 ସେମାନେ ତୋତେ ଓ ତୋର ପାଚେରୀ ମଧ୍ୟରେ ଥିବା ଲୋକମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରିବେ; ସେମାନେ ଗୋଟିଏ ପଥର ସୁଦ୍ଧା ତା’ ସ୍ଥାନରେ ଛାଡ଼ିବେ ନାହିଁ, କାରଣ ଈଶ୍ୱର ଯେଉଁ ସମୟରେ ତୋତେ ରକ୍ଷା କରିବାକୁ ଆସିଥିଲେ, ତୁ ସେହି ସମୟ ଜାଣି ପାରିଲୁ ନାହିଁ!”

Gade chapit la Kopi

ପବିତ୍ର ବାଇବଲ

44 ସେମାନେ ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ନଷ୍ଟ କରିଦେବେ। ତୁମ୍ଭ କୋଠାଗୁଡ଼ିକର ଗୋଟିଏ ହେଲେ ପଥର ଅନ୍ୟ ପଥରଟି ଉପରେ ସେମାନେ ରଖେଇ ଦେବେ ନାହିଁ। ଏସବୁ ଘଟିବ। କାରଣ ତୁମ୍ଭକୁ ଉଦ୍ଧାର କରିବା ପାଇଁ ପରମେଶ୍ୱର ଯେତେବେଳେ ଆସିଥିଲେ, ସେ ସମୟଟିକୁ ତୁମ୍ଭେ ଚିହ୍ନି ପାରିଲ ନାହିଁ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 19:44
19 Referans Kwoze  

“ତୁମ୍ଭେମାନେ ଏହି ଯାହାସବୁ ଦେଖୁଅଛ, ସମୟ ଆସିବ, ଯେତେବେଳେ ଗୋଟିଏ ପଥର ଅନ୍ୟ ପଥର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍‍ ହେବ।”


ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେମାନେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି।


ତୁମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ବରଙ୍କ ଗୌରବ କରିବେ।


“ତୁ, ହଁ, ତୁ ହିଁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁ! ମାତ୍ର ଏବେ ସେଗୁଡ଼ିକ ତୋʼ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି।


“ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ବର, କାରଣ ସେ କୃପାଦୃଷ୍ଟି କରି, ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି;


“ତୁମ୍ଭେମାନେ କଅଣ ଏହି ସମସ୍ତ ଦେଖୁ ନାହଁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସ୍ଥାନରେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍‍ ହେବ।”


ଆଜ୍ଞାଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍‍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ମହାପବିତ୍ର ସ୍ଥାନକୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।


ପୁଣି, ଆମ୍ଭମାନଙ୍କ ପାଦ ଶାନ୍ତିପଥକୁ ଆଣିବା ନିମନ୍ତେ, ଆମ୍ଭମାନଙ୍କ ଈଶ୍ବରଙ୍କର ଯେଉଁ ସ୍ନେହପୂର୍ଣ୍ଣ କରୁଣା ହେତୁ, ସ୍ୱର୍ଗରୁ ଆମ୍ଭମାନଙ୍କ ପ୍ରତି ଊର୍ଦ୍ଧ୍ୱରୁ ସୂର୍ଯ୍ୟୋଦୟ ହେବ,


ସେଥିରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ କଅଣ ଏହି ସମସ୍ତ ବୃହତ୍ ପ୍ରାସାଦ ଦେଖୁଅଛ? ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍‍ ହେବ।”


ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ।


ଯେଉଁ ଜନ ତୁମ୍ଭ ଶିଶୁଗଣକୁ ଧରି ଶୈଳ ଉପରେ କଚାଡ଼ିବ, ସେ ଧନ୍ୟ।


ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ?


ପୁଣି, ଆମ୍ଭେ ଚତୁର୍ଦ୍ଦିଗରେ ତୁମ୍ଭ ବିରୁଦ୍ଧରେ ଛାଉଣି ସ୍ଥାପନ କରିବା ଓ ଗଡ଼ବନ୍ଦୀ କରି ତୁମ୍ଭକୁ ବେଷ୍ଟନ କରିବା ଓ ତୁମ୍ଭ ପ୍ରତିକୂଳରେ ଅବରୋଧକ ଉପାୟ ପ୍ରସ୍ତୁତ କରିବା।


ସେମାନଙ୍କର ଅବଶିଷ୍ଟ କେହି ରହିବେ ନାହିଁ; କାରଣ ଆମ୍ଭେ ଅନାଥୋତ୍‍ ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ସେମାନଙ୍କର ପ୍ରତିଫଳ ପ୍ରାପ୍ତିର ବର୍ଷ ଆଣିବା।”


ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନା ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଲାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି।


Swiv nou:

Piblisite


Piblisite