ଲୂକ ଲିଖିତ ସୁସମାଚାର 19:47 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ଆଉ ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ମାତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଲୋକଙ୍କର ନେତାମାନଙ୍କ ସହିତ ତାହାଙ୍କୁ ବିନାଶ କରିବାକୁ ଚେଷ୍ଟା କରୁଥିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)47 ଆଉ, ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ମାତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଲୋକଙ୍କର ନେତାମାନଙ୍କ ସହିତ ତାହାଙ୍କୁ ବିନାଶ କରିବାକୁ ଚେଷ୍ଟା କରୁଥିଲେ, Gade chapit laଓଡିଆ ବାଇବେଲ47 ଆଉ ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ମାତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଲୋକଙ୍କର ନେତାମାନଙ୍କ ସହିତ ତାହାଙ୍କୁ ବିନାଶ କରିବାକୁ ଚେଷ୍ଟା କରୁଥିଲେ, Gade chapit laପବିତ୍ର ବାଇବଲ (CL) NT (BSI)47 ପ୍ରତିଦିନ ଯୀଶୁ ମନ୍ଦିରରେ ଶିକ୍ଷା ଦେଉଥିଲେ। ମୁଖ୍ୟ ଯାଜକ, ଧର୍ମଗୁରୁ ଓ ନେତାମାନେ ତାଙ୍କୁ ବଧ କରିବା ପାଇଁ ଉପାୟ ଖୋଜିଲେ, Gade chapit laପବିତ୍ର ବାଇବଲ47 ଯୀଶୁ ପ୍ରତିଦିନ ମନ୍ଦିରରେ ଉପଦେଶ ଦେଉଥିଲେ। ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ ଯୀଶୁଙ୍କୁ ଜୀବନରେ ମାରି ଦେବାକୁ ଗ୍ଭହୁଁଥିଲେ। Gade chapit la |