ଲୂକ ଲିଖିତ ସୁସମାଚାର 2:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ସେସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା। Gade chapit laଓଡିଆ ବାଇବେଲ1 ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା । Gade chapit laପବିତ୍ର ବାଇବଲ (CL) NT (BSI)1 ସେହି ସମୟରେ ସମଗ୍ର ରୋମ ରାଜ୍ୟରେ ଜନଗଣନା କରିବା ପାଇଁ ସମ୍ରାଟ ଅଗଷ୍ଟସ୍ ଆଦେଶ ଜାରି କଲେ। Gade chapit laପବିତ୍ର ବାଇବଲ1 ସେହି ସମୟରେ ରୋମୀୟ ଶାସନ ଅନ୍ତର୍ଗତ ସମସ୍ତ ଦେଶର ଲୋକମାନଙ୍କ ଉଦ୍ଦେଶ୍ୟରେ କାଇସର ଅଗଷ୍ଟଙ୍କର ଗୋଟିଏ ଆଜ୍ଞା ଘୋଷଣା କରାଗଲା। ଆଜ୍ଞାଟି କୁହେ ଯେ, ସମସ୍ତେ ଜନଗଣନା ପାଇଁ ନିଜ ନିଜ ନାମର ପଞ୍ଜୀକରଣ କରିବେ। Gade chapit la |
ତେବେ, ଯଦି ମୁଁ ଅନ୍ୟାୟକାରୀ ହୋଇଥାଏ ଓ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରିଥାଏ, ତାହାହେଲେ ମୁଁ ମୃତ୍ୟୁଭୋଗ କରିବାକୁ ମନା କରୁ ନାହିଁ; କିନ୍ତୁ ଏମାନେ ମୋ, ବିରୁଦ୍ଧରେ ଯାହାସବୁ ଅଭିଯୋଗ କରୁଅଛନ୍ତି, ସେହିସବୁ ମଧ୍ୟରେ ଯଦି ପଦେ ସତ୍ୟ ନାହିଁ, ତାହାହେଲେ କୌଣସି ବ୍ୟକ୍ତି ସେମାନଙ୍କ ହସ୍ତରେ ମୋତେ ସମର୍ପଣ କରିପାରିବେ ନାହିଁ। ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରୁଅଛି।