ଲୂକ ଲିଖିତ ସୁସମାଚାର 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ହଠାତ୍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)13 ପୁଣି, ଅକସ୍ମାତ୍ ସେହି ଦୂତଙ୍କ ସାଙ୍ଗରେ ସ୍ଵର୍ଗୀୟ ବାହିନୀର ଗୋଟିଏ ବୃହତ୍ ଦଳ ଉପସ୍ଥିତ ହୋଇ ଈଶ୍ଵରଙ୍କ ସ୍ତବଗାନ କରୁ କରୁ କହିଲେ, Gade chapit laଓଡିଆ ବାଇବେଲ13 ପୁଣି, ହଠାତ୍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ୱରଙ୍କ ପ୍ରଶଂସା କରୁ କରୁ କହିଲେ, Gade chapit laପବିତ୍ର ବାଇବଲ (CL) NT (BSI)13 ହଠାତ୍ ସ୍ୱର୍ଗର ଅସଂଖ୍ୟ ଦୂତବାହିନୀ ସେହି ଦୂତଙ୍କ ସହିତ ଆବିର୍ଭୂତ ହୋଇ ଈଶ୍ୱରଙ୍କ ପ୍ରଶଂସା କରି ଗାୟନ କଲେ: Gade chapit laପବିତ୍ର ବାଇବଲ13 ସେହି ସମୟରେ ସ୍ୱର୍ଗରୁ ବହୁସଂଖ୍ୟାରେ ସ୍ୱର୍ଗଦୂତମାନେ ଆସି ସେହି ସ୍ୱର୍ଗଦୂତଙ୍କ ସହିତ ଯୋଗ ଦେଲେ। ସମସ୍ତ ସ୍ୱର୍ଗଦୂତ ଏହିପରି ପରମେଶ୍ୱରଙ୍କ ସ୍ତୁତି କରୁଥିଲେ: Gade chapit la |
ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।