ଲୂକ ଲିଖିତ ସୁସମାଚାର 2:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିରେ ସେମାନେ ଶୀଘ୍ର ଯାଇ, ଅନ୍ୱେଷଣ କରି, ମରୀୟମ ଓ ଯୋଷେଫଙ୍କୁ, ପୁଣି, ଗୁହାଳକୁଣ୍ଡରେ ଶିଶୁଙ୍କୁ ଶୋଇଥିବା ଦେଖିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଏଥିରେ ସେମାନେ ଶୀଘ୍ର ଯାଇ ଅନ୍ଵେଷଣ କରି ମରୀୟମ ଓ ଯୋଷେଫଙ୍କୁ, ପୁଣି ଗୁହାଳକୁଣ୍ତରେ ଶିଶୁଙ୍କୁ ଶୋଇଥିବା ଦେଖିଲେ। Gade chapit laଓଡିଆ ବାଇବେଲ16 ଏଥିରେ ସେମାନେ ଶୀଘ୍ର ଯାଇ, ଅନ୍ୱେଷଣ କରି, ମରିୟମ ଓ ଯୋଷେଫଙ୍କୁ, ପୁଣି, ଗୁହାଳକୁଣ୍ଡରେ ଶିଶୁଙ୍କୁ ଶୋଇଥିବା ଦେଖିଲେ । Gade chapit laପବିତ୍ର ବାଇବଲ (CL) NT (BSI)16 ସେମାନେ ଶୀଘ୍ର ଯାଇ ମରିୟମ, ଯୋସେଫ ଏବଂ ଗୁହାଳ କୁଣ୍ଡରେ ଶୋଇଥିବା ଶିଶୁଟିକୁ ଦେଖିଲେ। Gade chapit laପବିତ୍ର ବାଇବଲ16 ତେଣୁ ସେମାନେ ଶୀଘ୍ର ଗଲେ ଓ ମରିୟମ ଏବଂ ଯୋଷେଫଙ୍କୁ ଖୋଜି ପାଇଲେ। ସେହି ଶିଶୁ ଗୋଟିଏ ଗୋରୁ କୁଣ୍ଡରେ ଶୋଇଥିଲେ। Gade chapit la |