Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍‌‌ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି, ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ୍ଗ ବିଦ୍ଧ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ଼୍‍ଗ ବିଦ୍ଧ କରିବ।

Gade chapit la Kopi

ଓଡିଆ ବାଇବେଲ

35 ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି, ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ଼୍ଗ ବିଦ୍ଧ କରିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

35 ଅନେକେ ତାଙ୍କୁ ବିରୋଧ କରି ନିଜ ହୃଦୟର ଗୁପ୍ତ ଚିନ୍ତା ସବୁ ପ୍ରକାଶ କରିବେ। ଦୁଃଖରୂପ ଏକ ତୀକ୍ଷ୍ଣ ଖଡ୍ଗ ତୁମ ନିଜ ହୃଦୟକୁ ବିଦୀର୍ଣ୍ଣ କରିବ।”

Gade chapit la Kopi

ପବିତ୍ର ବାଇବଲ

35 ଲୋକମାନଙ୍କ ମନ ଭିତରେ ଥିବା ଗୋପନକଥା ପ୍ରକାଶିତ ହେବ। ସେହି ଘଟଣା ସବୁ ତୁମ୍ଭର ହୃଦୟକୁ ଦୁଃଖ ଆଣିବ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 2:35
13 Referans Kwoze  

ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ।


ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ, ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେଉଁ ସକଳ ପଥରେ ଗମନ କରାଇଅଛନ୍ତି, ତାହା ସ୍ମରଣ କର।


ସେମାନେ ଆମ୍ଭମାନଙ୍କ ମଧ୍ୟରୁ ବାହାରିଲେ, କିନ୍ତୁ ଆମ୍ଭମାନଙ୍କ ଦଳର ଲୋକ ନ ଥିଲେ; କାରଣ ଯଦି ଆମ୍ଭମାନଙ୍କ ଦଳର ଲୋକ ହୋଇଥାଆନ୍ତେ, ତେବେ ଆମ୍ଭମାନଙ୍କ ସହିତ ରହିଥାଆନ୍ତେ; କିନ୍ତୁ ସମସ୍ତେ ଯେ ଆମ୍ଭମାନଙ୍କ ଦଳର ଲୋକ ନୁହଁନ୍ତି, ଏହା ଯେପରି ପ୍ରକାଶ ପାଇବ, ଏଥିନିମନ୍ତେ ସେମାନେ ବାହାରିଗଲେ।


କିନ୍ତୁ ଯୀଶୁଙ୍କ କ୍ରୁଶ ନିକଟରେ ତାହାଙ୍କ ମାତା, ତାହାଙ୍କ ମାତାଙ୍କ ଭଉଣୀ, କ୍ଳୋପାଙ୍କ ସ୍ତ୍ରୀ ମରୀୟମ ଓ ମଗ୍‌ଦଲୀନୀ ମରୀୟମ ଠିଆ ହୋଇଥିଲେ।


ମୋʼ ଅସ୍ଥିରେ ଖଡ୍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ୱର କାହାନ୍ତି?


ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରୀୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ,


ଆଉ ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର ବଂଶଜ ଫିନୂୟେଲଙ୍କ କନ୍ୟା। ତାହାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ୱାମୀଙ୍କ ସହିତ ବାସ କରିଥିଲେ ଓ ଚଊରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ।


Swiv nou:

Piblisite


Piblisite