Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ତାହାଙ୍କର ବାର ବର୍ଷ ସମୟରେ ସେମାନେ ପର୍ବର ରୀତି ଅନୁସାରେ ସେଠାକୁ ଯାତ୍ରା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ତାହାଙ୍କର ବାର ବର୍ଷ ସମୟରେ ସେମାନେ ପର୍ବର ରୀତି ଅନୁସାରେ ସେଠାକୁ ଯାତ୍ରା କଲେ।

Gade chapit la Kopi

ଓଡିଆ ବାଇବେଲ

42 ତାହାଙ୍କର ବାର ବର୍ଷ ସମୟରେ ସେମାନେ ପର୍ବର ରୀତି ଅନୁସାରେ ସେଠାକୁ ଯାତ୍ରା କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

42 ଯୀଶୁଙ୍କୁ ବାର ବର୍ଷ ହେଇଥିବା ସମୟରେ ରୀତି ଅନୁସାରେ ସେମାନେ ପର୍ବ ପାଳନ ପାଇଁ ଗଲେ।

Gade chapit la Kopi

ପବିତ୍ର ବାଇବଲ

42 ଯୀଶୁଙ୍କୁ ବାରବର୍ଷ ବୟସ ହୋଇଥିବା ସମୟରେ ସବୁଥର ଭଳି ସେମାନେ ପର୍ବକୁ ଗଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 2:42
5 Referans Kwoze  

ତାହାଙ୍କ ପିତାମାତା ପ୍ରତିବର୍ଷ ନିସ୍ତାର ପର୍ବ ସମୟରେ ଯିରୂଶାଲମ ସହରକୁ ଯାଉଥିଲେ।


ପର୍ବର ସମୟ ସମାପ୍ତ କରି ଯେତେବେଳେ ସେମାନେ ଫେରିଆସୁଥିଲେ, ସେତେବେଳେ ବାଳକ ଯୀଶୁ ଯିରୂଶାଲମ ସହରରେ ରହିଗଲେ, ଆଉ ତାହାଙ୍କ ପିତାମାତା ତାହା ଜାଣି ନ ଥିଲେ।


ବର୍ଷ ମଧ୍ୟରେ ତିନି ଥର ତୁମ୍ଭର ସମସ୍ତ ପୁଂଜାତି, ପ୍ରଭୁ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବେ।


ସେ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେହି ସ୍ଥାନକୁ ଇତିମଧ୍ୟରେ ଗଲେ ଓ ଆପଣା ରୀତି ଅନୁସାରେ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କଲେ, ଆଉ ପାଠ କରିବା ନିମନ୍ତେ ଠିଆ ହେଲେ।


ପୁଣି, ସେ ଗାଲିଲୀକୁ ଆସନ୍ତେ, ପର୍ବ ସମୟରେ ସେ ଯିରୂଶାଲମ ସହରରେ ଯାହା ଯାହା କରିଥିଲେ, ସେହିସବୁ ଦେଖିଥିବାରୁ ଗାଲିଲୀୟମାନେ ତାହାଙ୍କୁ ଗ୍ରହଣ କଲେ, ଯେଣୁ ସେମାନେ ମଧ୍ୟ ପର୍ବକୁ ଯାଇଥିଲେ।


Swiv nou:

Piblisite


Piblisite