ଲୂକ ଲିଖିତ ସୁସମାଚାର 2:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ତିନି ଦିନ ପରେ ସେମାନେ ତାହାଙ୍କୁ ମନ୍ଦିରରେ ପାଇଲେ; ସେ ପଣ୍ଡିତମାନଙ୍କ ମଧ୍ୟରେ ବସି ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ପଚାରୁଥିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)46 ତିନି ଦିନ ପରେ ସେମାନେ ତାହାଙ୍କୁ ମନ୍ଦିରରେ ପାଇଲେ; ସେ ପଣ୍ତିତମାନଙ୍କ ମଧ୍ୟରେ ବସି ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ପଚାରୁଥିଲେ। Gade chapit laଓଡିଆ ବାଇବେଲ46 ତିନି ଦିନ ପରେ ସେମାନେ ତାହାଙ୍କୁ ମନ୍ଦିରରେ ପାଇଲେ; ସେ ପଣ୍ଡିତମାନଙ୍କ ମଧ୍ୟରେ ବସି ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ପଚାରୁଥିଲେ, Gade chapit laପବିତ୍ର ବାଇବଲ (CL) NT (BSI)46 ତୃତୀୟ ଦିନରେ ସେମାନେ ଦେଖିଲେ ଯେ ଯୀଶୁ ମନ୍ଦିରରେ ଇହୁଦୀ ଧର୍ମଗୁରୁମାନଙ୍କ ସହିତ ବସି ସେମାନଙ୍କ କଥା ଶୁଣୁଛନ୍ତି ଓ ସେମାନଙ୍କୁ ପ୍ରଶ୍ନ ପଚାରୁଛନ୍ତି। Gade chapit laପବିତ୍ର ବାଇବଲ46 ତିନି ଦିନ ପରେ ସେମାନେ ଯୀଶୁଙ୍କୁ ପାଇଲେ। ଯୀଶୁ ମନ୍ଦିର ଭିତରେ ଧର୍ମଗୁରୁମାନଙ୍କ ସହିତ ବସିଥିଲେ। ସେ ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ସବୁ ପଗ୍ଭରୁଥିଲେ। Gade chapit la |