ଲୂକ ଲିଖିତ ସୁସମାଚାର 20:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେ ପୁଣି, ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ପ୍ରହାର ଓ ଅପମାନ କରି ଶୂନ୍ୟ ହସ୍ତରେ ଫେରାଇଦେଲେ; Gade chapit laପବିତ୍ର ବାଇବଲ (Re-edited) - (BSI)11 ସେ ପୁଣି ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ପ୍ରହାର ଓ ଅପମାନ କରି ଶୂନ୍ୟ ହସ୍ତରେ ଫେରାଇ ଦେଲେ। Gade chapit laଓଡିଆ ବାଇବେଲ11 ସେ ପୁଣି, ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ପ୍ରହାର ଓ ଅପମାନ କରି ଶୂନ୍ୟ ହସ୍ତରେ ଫେରାଇଦେଲେ; Gade chapit laପବିତ୍ର ବାଇବଲ (CL) NT (BSI)11 ତା’ପରେ ସେ ଆଉ ଜଣେ ଦାସକୁ ପଠାଇଲେ; କିନ୍ତୁ ଚାଷୀମାନେ ତାକୁ ମଧ୍ୟ ମାଡ଼ ମାରିଲେ ଓ ଅପମାନ ଦେଇ ଶୂନ୍ୟ ହସ୍ତରେ ଫେରାଇଦେଲେ। Gade chapit laପବିତ୍ର ବାଇବଲ11 ତେଣୁ ଲୋକଟି ଆଉ ଜଣେ ଗ୍ଭକରକୁ ପଠାଇଲା। କୃଷକମାନେ ଏହି ଲୋକଟିକୁ ମାଡ଼ ମାରିଲେ ଓ ତା’ ପ୍ରତି ଅସମ୍ମାନ ବ୍ୟବହାର କଲେ। ସେମାନେ ତାକୁ ମଧ୍ୟ କିଛି ନ ଦେଇ ପଠେଇ ଦେଲେ। Gade chapit la |