Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 20:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 କିନ୍ତୁ ଯୀଶୁ ସେମାନଙ୍କ ଚତୁରତା ବୁଝି ସେମାନଙ୍କୁ କହିଲେ, “ମୋତେ ଗୋଟିଏ ମୁଦ୍ରା ଦେଖାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 କିନ୍ତୁ ସେ ସେମାନଙ୍କ ଧୂର୍ତ୍ତତା ବୁଝି ସେମାନଙ୍କୁ କହିଲେ, ମୋତେ ଗୋଟିଏ ଅଧୁଲି ଦେଖାଅ।

Gade chapit la Kopi

ଓଡିଆ ବାଇବେଲ

23 କିନ୍ତୁ ଯୀଶୁ ସେମାନଙ୍କ ଚତୁରତା ବୁଝି ସେମାନଙ୍କୁ କହିଲେ, ମୋତେ ଗୋଟିଏ ଅଧୁଲି (ମୁଦ୍ରା) ଦେଖାଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 କିନ୍ତୁ ଯୀଶୁ ସେମାନଙ୍କର ଧୂର୍ତ୍ତତା ବୁଝିପାରି କହିଲେ,

Gade chapit la Kopi

ପବିତ୍ର ବାଇବଲ

23 କିନ୍ତୁ ଯୀଶୁ ଜାଣିଥିଲେ ଯେ ଏହି ଲୋକମାନେ ତାହାଙ୍କୁ ଫାନ୍ଦରେ ପକାଇବାକୁ ଗ୍ଭହୁଁଛନ୍ତି। ତେଣୁ ଯୀଶୁ ସେମାନଙ୍କୁ କହିଲେ,

Gade chapit la Kopi




ଲୂକ ଲିଖିତ ସୁସମାଚାର 20:23
16 Referans Kwoze  

କାରଣ ଏହି ଜଗତର ଜ୍ଞାନ ଈଶ୍ବରଙ୍କ ନିକଟରେ ମୂର୍ଖତା। ଯେଣୁ ପବିତ୍ର ଶାସ୍ତ୍ରରେ ଲେଖାଅଛି, “ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତି,”


ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ।


ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରଭୁଙ୍କୁ ପରୀକ୍ଷା କରି ସର୍ପ ଦ୍ୱାରା ବିନଷ୍ଟ ହେଲେ, ସେପରି ଆମ୍ଭେମାନେ ପ୍ରଭୁଙ୍କୁ ପରୀକ୍ଷା ନ କରୁ।


ସେଥିରେ ସେମାନେ ଯୀଶୁଙ୍କୁ ରାଜ୍ୟପାଳଙ୍କ ହାତରେ ଓ ଶାସନକର୍ତ୍ତାଙ୍କ ଶାସନର ଅଧୀନରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଖୋଜି ଯୀଶୁଙ୍କ କଥାର ଭୁଲ୍ ଧରିବା ଉଦ୍ଦେଶ୍ୟରେ ଯେଉଁମାନେ କପଟରେ ନିଜ ନିଜକୁ ଧାର୍ମିକ ବୋଲି ଦେଖାଉଥିବା ଚୋରମାନଙ୍କୁ ପଠାଇଲେ।


କିନ୍ତୁ ସେ ସେମାନଙ୍କର ମନୋଭାବ ଜାଣି ପାରି, ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ କହିଲେ, “ଉଠ, ମଝିରେ ଠିଆ ହୁଅ।” ପୁଣି, ସେ ଉଠି ଠିଆ ହେଲା।


କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କଅଣ ତର୍କବିତର୍କ କରୁଅଛ?


କିନ୍ତୁ ଯୀଶୁ ସେମାନଙ୍କର ଦୁଷ୍ଟତା ଜାଣି କହିଲେ, “ରେ କପଟୀମାନେ, କାହିଁକି ମୋତେ ପରୀକ୍ଷା କରୁଅଛ?”


ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ସେମାନଙ୍କୁ ଆକାଶରୁ ଗୋଟିଏ ଚିହ୍ନ ଦେଖାଇବା ପାଇଁ ତାହାଙ୍କୁ ଅନୁରୋଧ କଲେ।


ସେସମୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ।


କାଇସରଙ୍କୁ କର ଦେବା ଆମ୍ଭମାନଙ୍କର ବିଧିସଙ୍ଗତ କି ନୁହେଁ?


ଏଥିରେ କାହାର ମୂର୍ତ୍ତି ଓ ନାମ ଅଛି?” ସେମାନେ କହିଲେ, କାଇସରଙ୍କର।


ଆରେ ସମସ୍ତ ପ୍ରକାର ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷାନ୍ତ ହେବ ନାହିଁ?


ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,


Swiv nou:

Piblisite


Piblisite