Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 20:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଥିରେ କାହାର ମୂର୍ତ୍ତି ଓ ନାମ ଅଛି?” ସେମାନେ କହିଲେ, କାଇସରଙ୍କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଏଥିରେ କାହାର ମୂର୍ତ୍ତି ଓ ନାମ ଅଛି? ସେମାନେ କହିଲେ, କାଇସରଙ୍କର।

Gade chapit la Kopi

ଓଡିଆ ବାଇବେଲ

24 ଏଥିରେ କାହାର ମୂର୍ତ୍ତି ଓ ନାମ ଅଛି ? ସେମାନେ କହିଲେ, କାଇସରଙ୍କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 “ଗୋଟିଏ ରୂପା ଟଙ୍କା ଦେଖାଅ। ଏହା ଉପରେ କାହାର ଛବି ଓ ନାମ ଅଛି?” ସେମାନେ ଉତ୍ତର ଦେଲେ, “ସମ୍ରାଟଙ୍କର।”

Gade chapit la Kopi

ପବିତ୍ର ବାଇବଲ

24 “ମୋତେ ଗୋଟିଏ ମୁଦ୍ରା ଦେଖାଅ, ମୁଦ୍ରା ଉପରେ କାହାର ନାମ ଅଛି ଏବଂ କାହାର ଛବି ଅଛି?” ସେମାନେ କହିଲେ, “କାଇସରଙ୍କର।”

Gade chapit la Kopi




ଲୂକ ଲିଖିତ ସୁସମାଚାର 20:24
14 Referans Kwoze  

କିନ୍ତୁ ସେହି ଦାସ ବାହାରିଯାଇ ତାହାଠାରୁ ଏକ ଶହ ଦିନର ମଜୁରୀ ସମାନ ମୂଲ୍ୟ ଋଣ କରିଥିବା ଜଣେ ସହଦାସର ଦେଖା ପାଇ ତାହାକୁ ଧରି ତାହାର ଗଳା ଚିପି କହିବାକୁ ଲାଗିଲା, ତୁ ଯାହା ଧାରୁ, ଶୁଝିଦେ।


ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।


ଆଉ ଆଗ୍ରିପ୍ପା ଫେଷ୍ଟସ୍‌ଙ୍କୁ କହିଲେ, ଏହି ଲୋକ ଯଦି କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରି ନ ଥାଆନ୍ତା, ତେବେ ମୁକ୍ତ କରାଯାଇ ପାରିଥାଆନ୍ତା।


ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହାଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ୱାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା।


ଆଉ ସେମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ କରିବାକୁ ଲାଗିଲେ, ଆମ୍ଭେମାନେ ଦେଖିଲୁ, ଏ ଲୋକଟା ଆମ୍ଭମାନଙ୍କ ଜାତିକୁ ରାଜଦ୍ରୋହ କରୁଅଛି ଏବଂ କାଇସରଙ୍କୁ କର ଦେବା ନିଷେଧ କରୁଅଛି ଓ ଆପଣାକୁ ଖ୍ରୀଷ୍ଟ, ରାଜା ବୋଲି କହୁଅଛି।


କାଇସରଙ୍କୁ କର ଦେବା ଆମ୍ଭମାନଙ୍କର ବିଧିସଙ୍ଗତ କି ନୁହେଁ?


ତିବିରୀୟା କାଇସରଙ୍କ ଶାସନର ପନ୍ଦର ବର୍ଷରେ, ଯେତେବେଳେ ପନ୍ତିୟ ପୀଲାତ ଯିହୂଦିୟା ପ୍ରଦେଶର ଶାସନକର୍ତ୍ତା ଓ ହେରୋଦ ଗାଲିଲୀର ସାମନ୍ତରାଜା ଥିଲେ, ଆଉ ତାହାଙ୍କ ଭାଇ ଫିଲିପ୍ପ ଈତୂରୀୟା ଓ ତ୍ରାଖୋନୀତି ପ୍ରଦେଶର, ପୁଣି, ଲୂସାନୀୟା ଅବିଲୀନୀର ସାମନ୍ତରାଜା ଥିଲେ


ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା।


ଆଉ ସେ ମୂଲିଆମାନଙ୍କ ସହିତ ଦିନକୁ ଏକ ଦିନର ମୂଲ ପାଇଁ ଚୁକ୍ତି କରି ସେମାନଙ୍କୁ ଆପଣା ଦ୍ରାକ୍ଷାକ୍ଷେତ୍ରକୁ ପଠାଇଲେ।


ସେ ସେମାନଙ୍କୁ ପଚାରିଲେ, ଏହି ମୂର୍ତ୍ତି ଓ ନାମ କାହାର?


କିନ୍ତୁ ଯୀଶୁ ସେମାନଙ୍କ ଚତୁରତା ବୁଝି ସେମାନଙ୍କୁ କହିଲେ, “ମୋତେ ଗୋଟିଏ ମୁଦ୍ରା ଦେଖାଅ।


ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ; ପୁଣି, ଯାହା ଈଶ୍ବରଙ୍କର, ତାହା ଈଶ୍ବରଙ୍କୁ ଦିଅ।


ତହିଁରେ ସେମାନେ ତାହା ଆଣିଲେ। ଯୀଶୁ ସେମାନଙ୍କୁ ପଚାରିଲେ, “ଏହି ମୂର୍ତ୍ତି ଓ ନାମ କାହାର?” ସେମାନେ ତାହାଙ୍କୁ କହିଲେ, କାଇସରଙ୍କର।


Swiv nou:

Piblisite


Piblisite