ଲୂକ ଲିଖିତ ସୁସମାଚାର 20:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏହାପରେ ପୁନରୁତ୍ଥାନକୁ ବିଶ୍ୱାସ କରୁ ନ ଥିବା କେତେକ ସାଦ୍ଦୂକୀ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)27 ଏଥିଉତ୍ତାରେ ପୁନରୁତ୍ଥାନ ନାସ୍ତି କରୁଥିବା କେତେକ ସାଦ୍ଦୂକୀ ତାହାଙ୍କ ନିକଟକୁ ଆସି ପଚାରିଲେ, Gade chapit laଓଡିଆ ବାଇବେଲ27 ଏହାପରେ ପୁନରୁତ୍ଥାନକୁ ବିଶ୍ୱାସ କରୁ ନ ଥିବା କେତେକ ସାଦ୍ଦୂକୀ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, Gade chapit laପବିତ୍ର ବାଇବଲ (CL) NT (BSI)27 ମୃତମାନଙ୍କ ପୁନରୁତ୍ଥାନରେ ବିଶ୍ୱାସ କରୁ ନ ଥିବା କେତେଜଣ ସାଦ୍ଦୁକୀ ଯୀଶୁଙ୍କ ନିକଟକୁ ଆସି କହିଲେ, Gade chapit laପବିତ୍ର ବାଇବଲ27 କେତେକ ସାଦ୍ଦୂକୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୂକୀମାନେ ବିଶ୍ୱାସ କରନ୍ତି ଯେ ଲୋକେ ମୃତ୍ୟୁରୁ ପୁଣି ବଞ୍ଚି ଉଠି ପାରିବେ ନାହିଁ। ସେମାନେ ଯୀଶୁଙ୍କୁ ପଗ୍ଭରିଲେ, Gade chapit la |