Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 20:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଆଚ୍ଛା, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଆଚ୍ଛା, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକି ବିବାହ କଲା ଓ ନିଃସନ୍ତାନ ହୋଇ ମଲା;

Gade chapit la Kopi

ଓଡିଆ ବାଇବେଲ

29 ଆଚ୍ଛା, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ଏକଦା ସାତ ଭାଇ ଥିଲେ, ପ୍ରଥମ ଜଣ ନିଃସନ୍ତାନ ହୋଇ ମରିଗଲା।

Gade chapit la Kopi

ପବିତ୍ର ବାଇବଲ

29 ଥରେ ସାତ ଜଣ ଭାଇ ଥିଲେ। ବଡ଼ ଭାଇଟି ବିବାହ କରିଥିଲା। କୌଣସି ସନ୍ତାନ ନ ଥାଇ ସେ ଭାଇଟି ମରିଗଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 20:29
4 Referans Kwoze  

ସଦାପ୍ରଭୁ ଏହି କଥା କହନ୍ତି, “ଏହି ମନୁଷ୍ୟ ନିଃସନ୍ତାନ, ଏହି ପୁରୁଷର ଆପଣା ଜୀବନ ମଧ୍ୟରେ ଉନ୍ନତି ହେବ ନାହିଁ ବୋଲି ତୁମ୍ଭେମାନେ ଲେଖ; କାରଣ ତାହାର ବଂଶୀୟ କୌଣସି ଲୋକ ଦାଉଦଙ୍କ ସିଂହାସନୋପବିଷ୍ଟ ହୋଇ ଓ ଯିହୁଦାର ଉପରେ ଆଉ କର୍ତ୍ତୃତ୍ୱ କରି ସମୃଦ୍ଧି ହେବ ନାହିଁ।”


ଆଉ, ଯଦି କେହି ଆପଣା ପିତୃବ୍ୟପତ୍ନୀ ସହିତ ଶୟନ କରେ, ତେବେ ସେ ଆପଣା ପିତୃବ୍ୟର ଆବରଣୀୟ ଅନାବୃତ କରିଅଛି; ସେମାନେ ଆପଣା ଆପଣା ଅପରାଧ ବୋହିବେ; ସେମାନେ ନିଃସନ୍ତାନ ହୋଇ ମରିବେ।


ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ, ସ୍ତ୍ରୀ ଥାଉ ଥାଉ ନିଃସନ୍ତାନ ହୋଇ ମରେ, ତାହାହେଲେ ତାହାର ଭାଇ ତାହାର ସ୍ତ୍ରୀକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ।


ପରେ ଦ୍ୱିତୀୟଟି ଓ ତୃତୀୟଟି ତାହାକୁ ଗ୍ରହଣ କଲେ;


Swiv nou:

Piblisite


Piblisite