Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 20:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଯୀଶୁ ସେମାନଙ୍କୁ କହିଲେ, “ଏହି ଜଗତର ସନ୍ତାନମାନେ ବିବାହ କରନ୍ତି ଓ ବିବାହିତା ହୁଅନ୍ତି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ଯୀଶୁ ସେମାନଙ୍କୁ କହିଲେ, ଏହି ଜଗତର ସନ୍ତାନମାନେ ବିବାହ କରନ୍ତି ଓ ବିବାହିତା ହୁଅନ୍ତି,

Gade chapit la Kopi

ଓଡିଆ ବାଇବେଲ

34 ଯୀଶୁ ସେମାନଙ୍କୁ କହିଲେ, ଏହି ଜଗତର ସନ୍ତାନମାନେ ବିବାହ କରନ୍ତି ଓ ବିବାହିତା ହୁଅନ୍ତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

34 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଏହି ଜଗତର ଲୋକମାନେ ବିବାହ କରନ୍ତି,

Gade chapit la Kopi

ପବିତ୍ର ବାଇବଲ

34 ଯୀଶୁ ସାଦ୍ଦୂକୀମାନଙ୍କୁ କହିଲେ, “ସଂସାରରେ ଲୋକମାନେ ପରସ୍ପର ମଧ୍ୟରେ ବିବାହ କରିଥା’ନ୍ତି।

Gade chapit la Kopi




ଲୂକ ଲିଖିତ ସୁସମାଚାର 20:34
7 Referans Kwoze  

ସେହି ଅବିଶ୍ୱସ୍ତ ବେବର୍ତ୍ତା ବୁଦ୍ଧି ସହିତ କାର୍ଯ୍ୟ କରିଥିବାରୁ ପ୍ରଭୁ ତାହାର ପ୍ରଶଂସା କଲେ; ଯେଣୁ ଏହି ଯୁଗର ସନ୍ତାନମାନେ ସେମାନଙ୍କ ନିଜ ଜାତି ପକ୍ଷରେ ଆଲୋକର ସନ୍ତାନମାନଙ୍କ ଅପେକ୍ଷା ଅଧିକ ବୁଦ୍ଧିମାନ।


ଜାହାଜରେ ନୋହଙ୍କ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକମାନେ ଭୋଜନପାନ ଓ ବିବାହ କରିବା ଓ ବିବାହ ହେବାରେ ବ୍ୟସ୍ତ ଥିଲେ, ପୁଣି, ଜଳପ୍ଲାବନ ଆସି ସମସ୍ତଙ୍କୁ ବିନାଶ କଲା।


ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ବର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।


ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ।


ଆଉ, ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ, ମାତ୍ର ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ, ଏହି ଯୁଗରେ କି ଆଗାମୀ ଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ।”


ତେବେ ପୁନରୁତ୍ଥାନରେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ।


Swiv nou:

Piblisite


Piblisite