Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 20:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ପୁଣି, ସେମାନେ ଆଉ ମରି ପାରନ୍ତି ନାହିଁ, କାରଣ ସେମାନେ ଦୂତମାନଙ୍କ ପରି ରୁହନ୍ତି ଏବଂ ପୁନରୁତ୍ଥାନର ସନ୍ତାନ ହେବାରୁ ଈଶ୍ବରଙ୍କ ସନ୍ତାନ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ପୁଣି, ସେମାନେ ଆଉ ମରି ପାରନ୍ତି ନାହିଁ, କାରଣ ସେମାନେ ଦୂତମାନଙ୍କ ପରି ରୁହନ୍ତି ଏବଂ ପୁନରୁତ୍ଥାନର ସନ୍ତାନ ହେବାରୁ ଈଶ୍ଵରଙ୍କ ସନ୍ତାନ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

36 ପୁଣି, ସେମାନେ ଆଉ ମରି ପାରନ୍ତି ନାହିଁ, କାରଣ ସେମାନେ ଦୂତମାନଙ୍କ ପରି ରୁହନ୍ତି ଏବଂ ପୁନରୁତ୍ଥାନର ସନ୍ତାନ ହେବାରୁ ଈଶ୍ୱରଙ୍କ ସନ୍ତାନ ଅଟନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

36 ସେମାନେ ସ୍ୱର୍ଗଦୂତମାନଙ୍କ ସଦୃଶ ହେବେ ଏବଂ ମରିବେ ନାହିଁ। ସେମାନେ ଈଶ୍ୱରଙ୍କ ସନ୍ତାନ, କାରଣ ସେମାନେ ମୃତ୍ୟୁରୁ ଉତ୍ଥିତ ହୋଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ

36 ସେହି ଜୀବନରେ ଲୋକମାନେ ସ୍ୱର୍ଗଦୂତଙ୍କ ପରି ହୋଇଥା’ନ୍ତି ଓ ସେମାନେ କେବେ ହେଲେ ମରନ୍ତି ନାହିଁ। ସେମାନେ ପରମେଶ୍ୱରଙ୍କ ସନ୍ତାନ କାରଣ ମୃତ୍ୟୁରୁ ପୁଣି ବଞ୍ଚି ଉଠିଥା’ନ୍ତି।

Gade chapit la Kopi




ଲୂକ ଲିଖିତ ସୁସମାଚାର 20:36
20 Referans Kwoze  

ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।


ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରିପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ।


କାରଣ ପୁନରୁତ୍ଥାନରେ ଲୋକେ ବିବାହ କରନ୍ତି ନାହିଁ, କିମ୍ବା ବିବାହିତ ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି।


ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଂ ସେମାନେ ଈଶ୍ବରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ହଜାର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ୱ କରିବେ।


ମୃତମାନଙ୍କର ପୁନରୁତ୍ଥାନ ମଧ୍ୟ ସେହି ପ୍ରକାର। କ୍ଷୟରେ ବୁଣାଯାଏ, ଅକ୍ଷୟ ହୋଇ ଉତ୍ଥିତ ହୁଏ;


କିନ୍ତୁ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, କାରଣ ମୁଁ ତୁମ୍ଭର, ତୁମ୍ଭର ଭ୍ରାତୃବୃନ୍ଦ ଭାବବାଦୀମାନଙ୍କର ଓ ଏହି ପୁସ୍ତକର ବାକ୍ୟ ପାଳନକାରୀମାନଙ୍କର ସହଦାସ; ଈଶ୍ବରଙ୍କୁ ପ୍ରଣାମ କର।


ଶେଷ ଶତ୍ରୁ ସ୍ୱରୂପେ ମୃତ୍ୟୁକୁ ଲୋପ କରାଯିବ;


ଯେଣୁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ହେଲା ଉତ୍ତାରେ ଲୋକେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି।


ଆଉ, ଆମ୍ଭେମାନେ ଯେପରି ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟର ପ୍ରତିମୂର୍ତ୍ତି ଧାରଣ କରିଅଛୁ, ସେପରି ସେହି ସ୍ୱର୍ଗୀୟ ବ୍ୟକ୍ତିଙ୍କ ପ୍ରତିମୂର୍ତ୍ତି ମଧ୍ୟ ଧାରଣ କରିବା।


“ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି: ଯଦି ତୁମ୍ଭେ ଆମ୍ଭ ପଥରେ ଚାଲିବ ଓ ତୁମ୍ଭେ ଆମ୍ଭର ଆଜ୍ଞା ରକ୍ଷା କରିବ, ତେବେ ତୁମ୍ଭେ ମଧ୍ୟ ଆମ୍ଭ ଗୃହର ବିଚାର କରିବ ଓ ଆମ୍ଭ ପ୍ରାଙ୍ଗଣର ରକ୍ଷକ ହେବ, ଆଉ ନିକଟରେ ଠିଆ ହେବାର ଏହି ବ୍ୟକ୍ତିମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ପ୍ରବେଶର ଓ ପ୍ରସ୍ଥାନର ଅଧିକାର ଦେବା।


ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ? ହେ ପାତାଳ, ତୁମ୍ଭର ସଂହାର କାହିଁ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ।


ସେ ମୃତ୍ୟୁକୁ ଅନନ୍ତକାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।


ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ସେହି ପବିତ୍ର ଆତ୍ମା ସ୍ୱୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି,


Swiv nou:

Piblisite


Piblisite