Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 20:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 କାରଣ ସେମାନେ ତାହାଙ୍କୁ କୌଣସି ପ୍ରଶ୍ନ ପଚାରିବାକୁ ଆଉ ସାହସ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 କାରଣ ସେମାନେ ତାହାଙ୍କୁ କୌଣସି ପ୍ରଶ୍ନ ପଚାରିବାକୁ ଆଉ ସାହସ କଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

40 କାରଣ ସେମାନେ ତାହାଙ୍କୁ କୌଣସି ପ୍ରଶ୍ନ ପଚାରିବାକୁ ଆଉ ସାହସ କଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

40 ତାଙ୍କୁ ଆଉ କୌଣସି ପ୍ରଶ୍ନ ପଚାରିବା ପାଇଁ ସେମାନଙ୍କର ସାହସ ହେଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

40 ଯୀଶୁଙ୍କୁ ଆଉ ଅଧିକ ପ୍ରଶ୍ନ ପଗ୍ଭରିବାକୁ କେହି ସାହସ କଲେ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 20:40
5 Referans Kwoze  

ସେଥିରେ କେହି ତାହାଙ୍କୁ ପଦେ ହେଲେ ଉତ୍ତର ଦେଇ ପାରିଲେ ନାହିଁ, ପୁଣି, ସେହି ଦିନଠାରୁ କେହି ତାହାଙ୍କୁ ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ।


ସେ ବୁଦ୍ଧି ସହିତ ଉତ୍ତର ଦେଇଅଛନ୍ତି ଦେଖି ଯୀଶୁ ତାହାଙ୍କୁ କହିଲେ, “ଈଶ୍ବରଙ୍କ ରାଜ୍ୟଠାରୁ ତୁମ୍ଭେ ଦୂରବର୍ତ୍ତୀ ନୁହଁ।” ଏଥିଉତ୍ତାରେ କେହି ତାହାଙ୍କୁ ଆଉ କୌଣସି ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ।


ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ, ନୋହିଲେ ସେ ଆପଣା ଦୃଷ୍ଟିରେ ଆପଣାକୁ ଜ୍ଞାନୀ ବୋଧ କରିବ।


ଆଉ ସେମାନେ ଏହି ସମସ୍ତ କଥାର କୌଣସି ଉତ୍ତର ଦେଇ ପାରିଲେ ନାହିଁ।


ସେଥିରେ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେ ଜଣ ଉତ୍ତର ଦେଲେ, ହେ ଗୁରୁ, ଆପଣ ଠିକ୍ କହିଲେ।


Swiv nou:

Piblisite


Piblisite