ଲୂକ ଲିଖିତ ସୁସମାଚାର 21:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ ମହା ଭୂମିକମ୍ପ ଓ ବିଭିନ୍ନ ସ୍ଥାନରେ ମହାମାରୀ ଓ ଦୁର୍ଭିକ୍ଷ ହେବ, ପୁଣି, ଆକାଶମଣ୍ଡଳରେ ଭୟଙ୍କର ଦୃଶ୍ୟ ଓ ମହା ମହାଲକ୍ଷଣ ଦେଖାଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଆଉ ମହା ଭୂମିକମ୍ପ ଓ ସ୍ଥାନେ ସ୍ଥାନେ ମହାମାରୀ ଓ ଦୁର୍ଭିକ୍ଷ ହେବ, ପୁଣି ଆକାଶମଣ୍ତଳରେ ଭୟଙ୍କର ଦୃଶ୍ୟ ଓ ମହା ମହା ଲକ୍ଷଣ ଦେଖାଯିବ। Gade chapit laଓଡିଆ ବାଇବେଲ11 ଆଉ ମହା ଭୂମିକମ୍ପ ଓ ବିଭିନ୍ନ ସ୍ଥାନରେ ମହାମାରୀ ଓ ଦୁର୍ଭିକ୍ଷ ହେବ, ପୁଣି, ଆକାଶମଣ୍ଡଳରେ ଭୟଙ୍କର ଦୃଶ୍ୟ ଓ ମହା ମହାଲକ୍ଷଣ ଦେଖାଯିବ । Gade chapit laପବିତ୍ର ବାଇବଲ (CL) NT (BSI)11 ଚାରିଆଡ଼େ ଭୟଙ୍କର ଭୂମିକମ୍ପ, ଦୁର୍ଭିକ୍ଷ ଓ ମହାମାରୀ ହେବ, ଆକାଶରେ ଅଦ୍ଭୁତ ଓ ଭୟାନକ ଲକ୍ଷଣ ଦେଖାଯିବ। Gade chapit laପବିତ୍ର ବାଇବଲ11 ଭୟାନକ ଭୂମିକମ୍ପ, ରୋଗ ଓ ଅମଙ୍ଗଳର ବିଷୟ ସବୁ ଅନେକ ସ୍ଥାନରେ ଘଟିବ। କେତେକ ସ୍ଥାନରେ ମରୁଡ଼ି ପଡ଼ିବ, ଲୋକେ ଖାଇବାକୁ ପାଇବେ ନାହିଁ। ଭୟଙ୍କର ଘଟଣାମାନ ଘଟିବ। ଲୋକମାନଙ୍କୁ ଚେତାବନୀ ଦେବା ପାଇଁ ଆକାଶରେ ଅନେକ ଆଶ୍ଚର୍ଯ୍ୟ ଜନକ ବିଷୟ ଦେଖାଯିବ। Gade chapit la |