Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 21:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ସେ ଜଣେ ଦରିଦ୍ର ବିଧବାକୁ ସେଥିରେ ଦୁଇଟି କ୍ଷୁଦ୍ର ମୁଦ୍ରା ପକାଉଥିବା ଦେଖି କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆଉ, ସେ ଜଣେ ଦରିଦ୍ର ବିଧବାକୁ ସେଥିରେ ଦୁଇ କ୍ଷୁଦ୍ର ମୁଦ୍ରା ପକାଉଥିବା ଦେଖି କହିଲେ,

Gade chapit la Kopi

ଓଡିଆ ବାଇବେଲ

2 ଆଉ ସେ ଜଣେ ଦରିଦ୍ର ବିଧବାକୁ ସେଥିରେ ଦୁଇଟି ଛୋଟ ମୁଦ୍ରା ପକାଉଥିବା ଦେଖି କହିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଏବଂ ସେ ମଧ୍ୟ ଦେଖିଲେ, ଜଣେ ଅତି ଦରିଦ୍ର ବିଧବା ସେଥିରେ ଦୁଇଟି ତମ୍ବା ପଇସା ପକାଉଛି।

Gade chapit la Kopi

ପବିତ୍ର ବାଇବଲ

2 ଯୀଶୁ ଗୋଟିଏ ଗରିବ ବିଧବାକୁ ଦେଖିଲେ। ସେହି ବିଧବା ଲୋକଟି ଦାନବାକ୍ସରେ ଦୁଇଟି ତମ୍ବା ପଇସା ପକାଇଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 21:2
2 Referans Kwoze  

ଆଉ ଜଣେ ଦରିଦ୍ର ବିଧବା ଆସି ଏକ ପାହୁଲା ମୂଲ୍ୟର ଦୁଇ କ୍ଷୁଦ୍ର ମୁଦ୍ରା ଭଣ୍ଡାରରେ ପକାଇଲା।


“ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଦରିଦ୍ର ବିଧବା ସମସ୍ତଙ୍କଠାରୁ ଅଧିକ ପକାଇଅଛି,


Swiv nou:

Piblisite


Piblisite