ଲୂକ ଲିଖିତ ସୁସମାଚାର 21:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର! କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ, Gade chapit laପବିତ୍ର ବାଇବଲ (Re-edited) - (BSI)23 ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଳେଶର ପାତ୍ର ! କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ, Gade chapit laଓଡିଆ ବାଇବେଲ23 ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର ! କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ, Gade chapit laପବିତ୍ର ବାଇବଲ (CL) NT (BSI)23 ସେହି ଦିନଗୁଡ଼ିକରେ ଗର୍ଭବତୀ ସ୍ତ୍ରୀ ଓ ସ୍ତନ୍ୟଦାତ୍ରୀ ମାତାମାନଙ୍କର ଅବସ୍ଥା କି ଶୋଚନୀୟ ହେବ। ଏହି ଦେଶର ଲୋକମାନଙ୍କ ଉପରେ ଭୟଙ୍କର ଦୁଃଖ ଆସିବ ଓ ସେମାନେ ଦଣ୍ଡ ଭୋଗ କରିବେ। Gade chapit laପବିତ୍ର ବାଇବଲ23 ଗର୍ଭବତୀ ସ୍ତ୍ରୀ ଓ କୋଳରେ ଛୋଟ ଶିଶୁ ଥିବା ସ୍ତ୍ରୀମାନଙ୍କ ପାଇଁ ସେହି ଦିନଗୁଡ଼ିକ ଅତ୍ୟନ୍ତ ଭୟାନକ ହେବ। କାରଣ ସେହି ଦିନମାନଙ୍କରେ ଏହି ଦେଶ ଉପରକୁ ବହୁତ ବିପଦ ମାଡ଼ି ଆସିବ। ଏବଂ ଏହି ଲୋକଙ୍କ ଉପରେ ପରମେଶ୍ୱର କ୍ରୋଧ କରିବେ। Gade chapit la |