ଲୂକ ଲିଖିତ ସୁସମାଚାର 21:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 “ପୁଣି, ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଲେଶ ଘଟିବ; ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ଅବାକ୍ ହେବେ, Gade chapit laପବିତ୍ର ବାଇବଲ (Re-edited) - (BSI)25 ପୁଣି ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଳେଶ ଘଟିବ, ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ହତବୁଦ୍ଧି ହେବେ, Gade chapit laଓଡିଆ ବାଇବେଲ25 ପୁଣି, ସୁର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଲେଶ ଘଟିବ; ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ଅବାକ୍ ହେବେ, Gade chapit laପବିତ୍ର ବାଇବଲ (CL) NT (BSI)25 “ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାନଙ୍କରେ ଅଦ୍ଭୁତ ଲକ୍ଷଣ ଦେଖାଯିବ। ସବୁ ଦେଶର ଲୋକମାନେ ହତାଶ ହେବେ ଏବଂ ସମୁଦ୍ରର ଗର୍ଜନ ଓ ଭୟଙ୍କର ଜୁଆର ସେମାନଙ୍କୁ ଭୟଭୀତ କରିବ। Gade chapit laପବିତ୍ର ବାଇବଲ25 “ସୂର୍ଯ୍ୟ, ଚନ୍ଦ୍ର ଓ ତାରାମାନଙ୍କରେ ସଙ୍କେତ ରୂପକ ଅନେକ ଅଦ୍ଭୂତ ବିଷୟ ଘଟିବ। ପୃଥିବୀରେ ଲୋକମାନେ ନିରାଶ ଅନୁଭବ କରିବ। ସମୁଦ୍ରଗୁଡ଼ିକ ଭୟଙ୍କର ରୂପ ଧାରଣ କରିବ। ଲୋକେ କ’ଣ ପାଇଁ ଏପରି ହେଲା, ଜାଣିବେ ନାହିଁ। Gade chapit la |