ଲୂକ ଲିଖିତ ସୁସମାଚାର 21:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି, ଜଗତ ଉପରେ ଆସୁଥିବା ଘଟଣା ସବୁକୁ ଅପେକ୍ଷା କରି ଲୋକେ ମୂର୍ଚ୍ଛିତ ହେବେ, କାରଣ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)26 ପୁଣି ଜଗତ ଉପରେ ଆସୁଥିବା ଘଟଣା ସବୁକୁ ଅପେକ୍ଷା କରି ଲୋକେ ମୂର୍ଚ୍ଛିତ ହେବେ, କାରଣ ଆକାଶ-ମଣ୍ତଳର ଶକ୍ତିସମୂହ ବିଚଳିତ ହେବେ। Gade chapit laଓଡିଆ ବାଇବେଲ26 ପୁଣି, ଜଗତ ଉପରେ ଆସୁଥିବା ଘଟଣା ସବୁକୁ ଅପେକ୍ଷା କରି ଲୋକେ ମୂର୍ଚ୍ଛିତ ହେବେ, କାରଣ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ । Gade chapit laପବିତ୍ର ବାଇବଲ (CL) NT (BSI)26 ସମଗ୍ର ପୃଥିବୀ ଉପରେ ଯାହା ଘଟିବାକୁ ଯାଉଛି, ତା’ର ଆଶଙ୍କାରେ ଲୋକମାନେ ଭୟରେ ମୂର୍ଚ୍ଛିତ ହେବେ, କାରଣ ମହାକାଶର ଜ୍ୟୋତିଷ୍କଗୁଡ଼ିକ କକ୍ଷଚ୍ୟୁତ ହେବେ। Gade chapit laପବିତ୍ର ବାଇବଲ26 ସଂସାରକୁ ମାଡ଼ି ଆସୁଥିବା ବିପଦକୁ ଚିନ୍ତା କରି ଲୋକେ ଭୟରେ ମୂର୍ଚ୍ଛିତ ହୋଇଯିବେ। ଆକାଶ ମଣ୍ଡଳର ପ୍ରତ୍ୟେକ ବିଷୟ ବଦଳି ଯିବ। Gade chapit la |