Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 21:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ମେଘରେ ଆଗମନ କରିବା ଦେଖିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହା ପରାକ୍ରମ ଓ ମହା ମହିମା ସହ ମେଘରେ ଆଗମନ କରିବା ଦେଖିବେ।

Gade chapit la Kopi

ଓଡିଆ ବାଇବେଲ

27 ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ମେଘରେ ଆଗମନ କରିବା ଦେଖିବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ତା’ପରେ ମନୁଷ୍ୟପୁତ୍ର ମହାପରାକ୍ରମ ଓ ଗୌରବରେ ମେଘମାଳା ମଧ୍ୟରେ ଆସିବେ।

Gade chapit la Kopi

ପବିତ୍ର ବାଇବଲ

27 ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ଶକ୍ତି ଓ ମହା ଗୌରବ ସହିତ ମେଘମାଳା ଉପରେ ଆସୁଥିବାର ଦେଖିବେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 21:27
10 Referans Kwoze  

“ଦେଖ, ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ। ହଁ, ସେହିପରି ହେଉ, ଆମେନ୍‍।”


ସେତେବେଳେ ଆକାଶରେ ମନୁଷ୍ୟପୁତ୍ରଙ୍କର ଲକ୍ଷଣ ଦେଖାଯିବ, ପୁଣି, ସେ ସମୟରେ ପୃଥିବୀର ସମସ୍ତ ଗୋଷ୍ଠୀ ବିଳାପ କରିବେ ଏବଂ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।


ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମରେ ଓ ମହାମହିମା ସହ ମେଘମାଳାରେ ଆଗମନ କରିବା ଦେଖିବେ।


ଯୀଶୁ ତାହାଙ୍କୁ କହିଲେ, “ଆପଣ କହିଅଛନ୍ତି; ଆହୁରି ମୁଁ ଆପଣମାନଙ୍କୁ କହୁଅଛି, ଅଦ୍ୟାବଧି ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।”


“ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ,


ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ।


ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଶୁଭ୍ରବର୍ଣ୍ଣ ଖଣ୍ଡେ ମେଘ, ତହିଁ ଉପରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ଉପବିଷ୍ଟ, ତାହାଙ୍କ ମସ୍ତକରେ ସୁବର୍ଣ୍ଣ ମୁକୁଟ ଓ ହସ୍ତରେ ତୀକ୍ଷ୍ଣ ଦାଆ।


ପୁଣି, ଜଗତ ଉପରେ ଆସୁଥିବା ଘଟଣା ସବୁକୁ ଅପେକ୍ଷା କରି ଲୋକେ ମୂର୍ଚ୍ଛିତ ହେବେ, କାରଣ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବ।


Swiv nou:

Piblisite


Piblisite