Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 21:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଆଉ ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କହିଲେ, “ଡିମ୍ବିରି ପୁଣି, ସମସ୍ତ ବୃକ୍ଷ ପ୍ରତି ଦୃଷ୍ଟିପାତ କର;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଆଉ, ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କହିଲେ, ଡ଼ିମିରି, ପୁଣି ସମସ୍ତ ବୃକ୍ଷ ପ୍ରତି ଦୃଷ୍ଟିପାତ କର;

Gade chapit la Kopi

ଓଡିଆ ବାଇବେଲ

29 ଆଉ ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କହିଲେ, ଡିମ୍ବିରି ପୁଣି, ସମସ୍ତ ବୃକ୍ଷ ପ୍ରତି ଦୃଷ୍ଟିପାତ କର;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ତା’ପରେ ଯୀଶୁ ସେମାନଙ୍କୁ ଏହି ଦୃଷ୍ଟାନ୍ତ କଥା କହିଲେ: “ଡ଼ିମିରି ବୃକ୍ଷ ଓ ଅନ୍ୟ ବୃକ୍ଷମାନଙ୍କ କଥା ଚିନ୍ତା କର।

Gade chapit la Kopi

ପବିତ୍ର ବାଇବଲ

29 ତା'ପରେ ଯୀଶୁ ଏହି ଦୃଷ୍ଟାନ୍ତଟି କହିଲେ, “ସବୁ ଗଛଗୁଡ଼ିକୁ ଦେଖ। ଡିମ୍ବିରିଗଛଟି ଗୋଟିଏ ଭଲ ଉଦାହରଣ।

Gade chapit la Kopi




ଲୂକ ଲିଖିତ ସୁସମାଚାର 21:29
5 Referans Kwoze  

ଆଉ ବାଟ ପାଖରେ ଗୋଟିଏ ଡିମ୍ବିରିବୃକ୍ଷ ଦେଖି ତାହା ନିକଟକୁ ଗଲେ, ପୁଣି, କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, “ଆଉ କଦାପି ତୋʼଠାରେ ଫଳ ନ ହେଉ।” ସେଥିରେ ସେହିକ୍ଷଣି ସେହି ଡିମ୍ବିରିବୃକ୍ଷ ଶୁଖିଗଲା।


କିନ୍ତୁ ଏହି ସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଉପରକୁ ଅନାଅ ଓ ମସ୍ତକ ଉଠାଅ, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ।”


ଯେତେବେଳେ ସେଗୁଡ଼ିକ ପଲ୍ଲବିତ ହୁଏ, ସେତେବେଳେ ତୁମ୍ଭେମାନେ ତାହା ଦେଖି ଗ୍ରୀଷ୍ମକାଳ ସନ୍ନିକଟ ହେଲାଣି ବୋଲି ନିଜେ ନିଜେ ଜାଣିଥାଅ;


Swiv nou:

Piblisite


Piblisite