ଲୂକ ଲିଖିତ ସୁସମାଚାର 21:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)33 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ। Gade chapit laଓଡିଆ ବାଇବେଲ33 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)33 ଆକାଶ ଓ ପୃଥିବୀର ବିଲୋପ ଘଟିବ, କିନ୍ତୁ ମୋର ଉଚ୍ଚାରିତ ବାକ୍ୟ ଲୋପ ପାଇବ ନାହିଁ। Gade chapit laପବିତ୍ର ବାଇବଲ33 ପୃଥିବୀ ଓ ଆକାଶ ଲୋପ ହୋଇ ଯାଇପାରେ। କିନ୍ତୁ ମୋର ବାକ୍ୟ କଦାପି ଲୋପ ହେବ ନାହିଁ। ମୋର ବାକ୍ୟ ଅନନ୍ତକାଳସ୍ଥାୟୀ। Gade chapit la |