ଲୂକ ଲିଖିତ ସୁସମାଚାର 22:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଗୋଟିଏ ଉପରିସ୍ଥ ବୃହତ କୋଠରୀ ଦେଖାଇଦେବେ; ସେ ସ୍ଥାନରେ ପ୍ରସ୍ତୁତ କର।” Gade chapit laପବିତ୍ର ବାଇବଲ (Re-edited) - (BSI)12 ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଗୋଟିଏ ଉପରିସ୍ଥ ବୃହତ୍ କୋଠରି ଦେଖାଇଦେବେ; ସେସ୍ଥାନରେ ପ୍ରସ୍ତୁତ କର। Gade chapit laଓଡିଆ ବାଇବେଲ12 ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଗୋଟିଏ ଉପରିସ୍ଥ ବୃହତ କୋଠୋରୀ ଦେଖାଇଦେବେ; ସେ ସ୍ଥାନରେ ପ୍ରସ୍ତୁତ କର । Gade chapit laପବିତ୍ର ବାଇବଲ (CL) NT (BSI)12 ସେ ତୁମକୁ ଉପର ମହଲାରେ ସଜ୍ଜିତ ଥିବା ଗୋଟିଏ ବଡ଼ କୋଠରୀ ଦେଖାଇବ। ସେଠାରେ ତୁମେ ସମସ୍ତ ବିଷୟ ପ୍ରସ୍ତୁତ ଥିବା ଦେଖିବ।” Gade chapit laପବିତ୍ର ବାଇବଲ12 ତା'ପରେ ଘରମାଲିକ ତୁମ୍ଭମାନଙ୍କୁ ଉପର ମହଲାର ଗୋଟିଏ ବଡ଼ ବଖରା ଦେଖାଇ ଦେବେ। ଏ ବଖରାଟିରେ ତୁମ୍ଭେମାନେ ନିସ୍ତାରପର୍ବର ଖାଦ୍ୟ ପ୍ରସ୍ତୁତ କରିବ।” Gade chapit la |
ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।