ଲୂକ ଲିଖିତ ସୁସମାଚାର 22:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟରେ ଏହା ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ମୁଁ ଆଉ କେବେ ହେଁ ତାହା ଭୋଜନ କରିବି ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)16 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ଵରଙ୍କ ରାଜ୍ୟରେ ଏହା ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ମୁଁ ଆଉ କେବେ ହେଁ ତାହା ପାଳନ କରିବି ନାହିଁ। Gade chapit laଓଡିଆ ବାଇବେଲ16 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱରଙ୍କ ରାଜ୍ୟରେ ଏହା ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ମୁଁ ଆଉ କେବେ ହେଁ ତାହା ଭୋଜନ କରିବି ନାହିଁ ।" Gade chapit laପବିତ୍ର ବାଇବଲ (CL) NT (BSI)16 କାରଣ ମୁଁ ତୁମ୍ଭମାନଙ୍କୁ କହୁଛି, ଈଶ୍ୱରଙ୍କ ରାଜ୍ୟରେ ଏହାର ସମ୍ପୂର୍ଣ୍ଣ ଅର୍ଥ ପ୍ରକାଶିତ ନ ହେବା ପର୍ଯ୍ୟନ୍ତ ମୁଁ ଆଉ ଏହା ଭୋଜନ କରିବି ନାହିଁ।” Gade chapit laପବିତ୍ର ବାଇବଲ16 ମୁଁ ତୁମ୍ଭମାନଙ୍କୁ କହୁଛି, ପରମେଶ୍ୱରଙ୍କ ରାଜ୍ୟରେ ଏହାର ବାସ୍ତବ ଅର୍ଥ ସ୍ପଷ୍ଟ ନ ହେବା ପର୍ଯ୍ୟନ୍ତ ମୁଁ କେବେ ହେଲେ ନିସ୍ତାରପର୍ବର ଖାଦ୍ୟ ଆଉ ଖାଇବି ନାହିଁ।” Gade chapit la |