Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ସେ ପାନପାତ୍ର ଗ୍ରହଣ କରି ଧନ୍ୟବାଦ ଦେଇ କହିଲେ, “ଏହା ନେଇ ଆପଣା ଆପଣା ମଧ୍ୟରେ ଭାଗ କର,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି, ସେ ପାନପାତ୍ର ଗ୍ରହଣ କରି ଧନ୍ୟବାଦ ଦେଇ କହିଲେ, ଏହା ନେଇ ଆପଣା ଆପଣା ମଧ୍ୟରେ ଭାଗ କର,

Gade chapit la Kopi

ଓଡିଆ ବାଇବେଲ

17 ପୁଣି, ସେ ପାନପାତ୍ର ଗ୍ରହଣ କରି ଧନ୍ୟବାଦ ଦେଇ କହିଲେ, ଏହା ନେଇ ଆପଣା ଆପଣା ମଧ୍ୟରେ ଭାଗ କର,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ତା’ପରେ ଯୀଶୁ ପାନପାତ୍ର ନେଇ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ ଓ କହିଲେ, “ଏହାକୁ ନେଇ ନିଜ ନିଜ ମଧ୍ୟରେ ବଣ୍ଟନ କର।

Gade chapit la Kopi

ପବିତ୍ର ବାଇବଲ

17 ତା'ପରେ ଯୀଶୁ ଗୋଟିଏ ପାତ୍ରରେ ଅଙ୍ଗୁରରସ ନେଲେ। ଏଥିପାଇଁ ସେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ସେ କହିଲେ “ଏହି ପାତ୍ର ନିଅ, ଏଥିରେ ଥିବା ଅଙ୍ଗୁରରସ ସମସ୍ତଙ୍କୁ ଦିଅ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 22:17
15 Referans Kwoze  

ପୁଣି, ସେ ରୁଟି ଘେନି ଧନ୍ୟବାଦ ଦେଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, “ତୁମ୍ଭମାନଙ୍କ ନିମନ୍ତେ ଦତ୍ତ ହେଉଥିବା ମୋହର ଶରୀର ଏହି; ମୋତେ ସ୍ମରଣ କରିବା ନିମନ୍ତେ ଏହା କର।”


ମୁଁ ପରିତ୍ରାଣର ପାତ୍ର ଗ୍ରହଣ କରିବି ଓ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।


ଯେ ବିଶେଷ ଦିନ ମାନେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ମାନେ; ଆଉ ଯେ ଭୋଜନ କରେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ, କାରଣ ସେ ଈଶ୍ବରଙ୍କୁ ଧନ୍ୟବାଦ ଦିଏ; ପୁଣି, ଯେ ଭୋଜନ କରେ ନାହିଁ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ ନାହିଁ ଓ ଈଶ୍ବରଙ୍କୁ ଧନ୍ୟବାଦ ଦିଏ।


ଆଉ, ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଅନାଇ କରି ସେହିସବୁ ଆଶୀର୍ବାଦ କଲେ, ପୁଣି, ଭାଙ୍ଗି ଲୋକମାନଙ୍କ ମଧ୍ୟରେ ବାଣ୍ଟିଦେବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ।


କିଅବା ମୃତ ଲୋକମାନଙ୍କ ନିମନ୍ତେ ଶୋକକାରୀମାନଙ୍କୁ ସାନ୍ତ୍ୱନା କରିବା ପାଇଁ ଲୋକେ ରୁଟି ଭାଙ୍ଗିବେ ନାହିଁ; ଅଥବା ଆପଣା ଆପଣା ପିତା ଓ ମାତା ନିମନ୍ତେ ପାନ କରିବା ପାଇଁ ସାନ୍ତ୍ୱନାସୂଚକ ପାତ୍ର ଦେବେ ନାହିଁ।


ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁ ସକାଶୁ ତାହାଙ୍କର ଧନ୍ୟବାଦ କରିବ।


ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି।


ସେ ଭୋଜନ କରିବା ପାଇଁ ଉଚ୍ଚସ୍ଥଳୀକି ଯିବା ପୂର୍ବେ ତୁମ୍ଭେମାନେ ନଗରରେ ପହଞ୍ଚିଲେ, ସେହିକ୍ଷଣି ତାଙ୍କୁ ଦେଖିବ; କାରଣ, ସେ ନ ଆସିବା ଯାଏ ଲୋକମାନେ ଭୋଜନ କରିବେ ନାହିଁ, ଯେହେତୁ ସେ ବଳିକୁ ଆଶୀର୍ବାଦ କଲା ଉତ୍ତାରେ ନିମନ୍ତ୍ରିତ ଲୋକମାନେ ଭୋଜନ କରନ୍ତି। ଏଣୁ ତୁମ୍ଭେମାନେ ଏହିକ୍ଷଣି ଉଠିଯାଅ, ଏତେବେଳେ ତୁମ୍ଭେମାନେ ତାଙ୍କୁ ପାଇବ।”


ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ।


ଆଉ ଯୀଶୁ ସେହି ସାତୋଟି ରୁଟି ଓ ମାଛଗୁଡ଼ିକ ଘେନି ଧନ୍ୟବାଦ ଦେଇ ସେହିସବୁ ଶିଷ୍ୟମାନଙ୍କୁ ଦିଅନ୍ତେ ସେମାନେ ଲୋକସମୂହକୁ ଦେଲେ।


ଆଉ, ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ନେଇ ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, “ନିଅ, ଭୋଜନ କର, ଏହା ମୋହର ଶରୀର।”


ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, “ନିଅ, ଏହା ମୋହର ଶରୀର।”


ଯେଉଁ ଆଶୀର୍ବାଦର ପାତ୍ରକୁ ଆମ୍ଭେମାନେ ଆଶୀର୍ବାଦ କରୁ, ତାହା କି ଖ୍ରୀଷ୍ଟଙ୍କ ରକ୍ତର ସହଭାଗିତା ନୁହେଁ? ଯେଉଁ ରୁଟି ଆମ୍ଭେମାନେ ଭାଙ୍ଗୁ, ତାହା କି ଖ୍ରୀଷ୍ଟଙ୍କ ଶରୀରର ସହଭାଗିତା ନୁହେଁ?


କାରଣ ମୁଁ ପ୍ରଭୁଙ୍କଠାରୁ ପ୍ରାପ୍ତ ଯେଉଁ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଅଛି, ତାହା ଏହି, ଶତ୍ରୁ ହସ୍ତରେ ସମର୍ପିତ ହେବା ରାତ୍ରିରେ ପ୍ରଭୁ ଯୀଶୁ ରୁଟି ଘେନି ଧନ୍ୟବାଦ ଦେଇ ତାହା ଭାଙ୍ଗି କହିଲେ,


Swiv nou:

Piblisite


Piblisite