ଲୂକ ଲିଖିତ ସୁସମାଚାର 22:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ, କିପରି ଯୀଶୁଙ୍କୁ ବିନାଶ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ, କାରଣ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଆଉ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ, କିପରି ତାହାଙ୍କୁ ବିନାଶ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ, କାରଣ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ। Gade chapit laଓଡିଆ ବାଇବେଲ2 ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ, କିପରି ଯୀଶୁଙ୍କୁ ବିନାଶ କରି ପାରନ୍ତି, ସେଥିର ଉପାୟ ଖୋଜୁଥିଲେ, କାରଣ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)2 ମୁଖ୍ୟ ଯାଜକ ଓ ଧର୍ମଗୁରୁମାନେ ଲୋକମାନଙ୍କୁ ଭୟ କରୁଥିଲେ। ତେଣୁ ସେମାନେ ଗୁପ୍ତରେ ଯୀଶୁଙ୍କୁ ବଧ କରିବାର ଉପାୟ ଖୋଜୁଥିଲେ। Gade chapit laପବିତ୍ର ବାଇବଲ2 ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କୁ ଜୀବନରେ ମାରିଦେବା ପାଇଁ ଉପାୟ ଖୋଜୁଥିଲେ। କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ। Gade chapit la |