Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କିନ୍ତୁ ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ତାହାର ହସ୍ତ ମୋʼ ସହିତ ମେଜ ଉପରେ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 କିନ୍ତୁ ଦେଖ, ଯେ ମୋତେ ଶତ୍ରୁହସ୍ତରେ ସମର୍ପଣ କରୁଅଛି, ତାହାର ହସ୍ତ ମୋʼ ସହିତ ମେଜ ଉପରେ ଅଛି।

Gade chapit la Kopi

ଓଡିଆ ବାଇବେଲ

21 କିନ୍ତୁ ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ତାହାର ହସ୍ତ ମୋ' ସହିତ ମେଜ ଉପରେ ଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 “କିନ୍ତୁ ଦେଖ! ଯେ ମୋ’ ପ୍ରତି ବିଶ୍ୱାସଘାତକତା କରିବ, ସେ ଏହି ମେଜ ପାଖରେ ମୋ’ ସହିତ ଏଠାରେ ଅଛି!

Gade chapit la Kopi

ପବିତ୍ର ବାଇବଲ

21 ଯୀଶୁ କହିଲେ, “ତୁମ୍ଭମାନଙ୍କ ଭିତରୁ ଜଣେ ଶୀଘ୍ର ମୋ’ ପ୍ରତି ବିଶ୍ୱାସଘାତକତା କରିବ। ତା'ର ହାତ ମୋ’ ହାତ ପାଖରେ ଏହି ଟେବୁଲ ଉପରେ ଅଛି।

Gade chapit la Kopi




ଲୂକ ଲିଖିତ ସୁସମାଚାର 22:21
9 Referans Kwoze  

ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।


ତେଣୁ ଯୀଶୁ ଉତ୍ତର ଦେଲେ, “ଯାହା ନିମନ୍ତେ ମୁଁ ଏହି ରୁଟିଖଣ୍ଡକ ବୁଡ଼ାଇବି ଓ ଯାହାକୁ ତାହା ଦେବି, ସେ।” ତହିଁରେ ସେ ସେହି ରୁଟିଖଣ୍ଡକ ବୁଡ଼ାଇ ତାହା ଘେନି ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଦେଲେ।


ମୋହର ସୁହୃଦମାନେ ମୋତେ ଘୃଣା କରନ୍ତି ଓ ଯେଉଁମାନଙ୍କୁ ମୁଁ ସ୍ନେହ କଲି, ସେମାନେ ମୋହର ବିରୁଦ୍ଧ ହୋଇଅଛନ୍ତି।


ସନ୍ଧ୍ୟା ହୁଅନ୍ତେ ସେ ବାର ଶିଷ୍ୟଙ୍କ ସହିତ ଆସିଲେ।


Swiv nou:

Piblisite


Piblisite