Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 କିନ୍ତୁ ତୁମ୍ଭେମାନେ ସେପ୍ରକାର ହୁଅ ନାହିଁ, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ ଜ୍ୟେଷ୍ଠ, ସେ କନିଷ୍ଠ ପରି ହେଉ, ପୁଣି, ଯେ ନେତା, ସେ ସେବକ ପରି ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 କିନ୍ତୁ ତୁମ୍ଭେମାନେ ସେପ୍ରକାର ହୁଅ ନାହିଁ, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ ଜ୍ୟେଷ୍ଠ, ସେ କନିଷ୍ଠ ପରି ହେଉ, ପୁଣି ଯେ ନେତା, ସେ ସେବକ ପରି ହେଉ।

Gade chapit la Kopi

ଓଡିଆ ବାଇବେଲ

26 କିନ୍ତୁ ତୁମ୍ଭେମାନେ ସେପ୍ରକାର ହୁଅ ନାହିଁ, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ ଜ୍ୟେଷ୍ଠ, ସେ କନିଷ୍ଠ ପରି ହେଉ, ପୁଣି, ଯେ ନେତା, ସେ ସେବକ ପରି ହେଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 କିନ୍ତୁ ତୁମ୍ଭମାନଙ୍କ ପ୍ରତି ଏହା ପ୍ରଯୁଜ୍ୟ ନୁହେଁ; ତୁମ୍ଭମାନଙ୍କ ମଧ୍ୟରେ ଯେ ଜ୍ୟେଷ୍ଠ, ସେ କନିଷ୍ଠ ପରି ଏବଂ ଯେ ନେତା, ସେ ସେବକ ପରି ହେଉ।

Gade chapit la Kopi

ପବିତ୍ର ବାଇବଲ

26 କିନ୍ତୁ ତୁମ୍ଭେମାନେ ସେମାନଙ୍କ ପରି ନୁହଁ, ବରଂ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଲୋକ ସବୁଠାରୁ ବଡ଼, ସେ ସବୁଠାରୁ ଛୋଟ ହେବା ଉଚିତ୍। ନେତା ସେବକ ଭଳି ହେବା ଉଚିତ୍।

Gade chapit la Kopi




ଲୂକ ଲିଖିତ ସୁସମାଚାର 22:26
10 Referans Kwoze  

ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରି, ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”


ପୁଣି, ଯେଉଁମାନଙ୍କର ଦାୟିତ୍ୱଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ୱରୂପ ହୋଇ ତାହା କର।


“ଯେ କେହି ମୋ ନାମରେ ଏହି ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ କେହି ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ; କାରଣ ତୁମ୍ଭ ସମସ୍ତଙ୍କ ମଧ୍ୟରେ ଯେ କ୍ଷୁଦ୍ର, ସେ ଶ୍ରେଷ୍ଠ।”


ସେଥିରେ ଯୀଶୁ ଉପବେଶନ କରି ଦ୍ୱାଦଶ ଶିଷ୍ୟମାନଙ୍କୁ ଆହ୍ୱାନ କଲେ ଓ ସେମାନଙ୍କୁ କହିଲେ, ଯଦି କେହି ପ୍ରଧାନ ହେବାକୁ ଇଚ୍ଛା କରେ, ତାହାହେଲେ ସେ ସମସ୍ତଙ୍କଠାରୁ ସାନ ଓ ସମସ୍ତଙ୍କର ସେବକ ହେଉ।


ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍‍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।


ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ, କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ,


କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ,


Swiv nou:

Piblisite


Piblisite