Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 କାରଣ କିଏ ଶ୍ରେଷ୍ଠ? ଯେ ଭୋଜନ ନିମନ୍ତେ ମେଜରେ ବସିଅଛି, ନା ଯେ ସେବକ? ଭୋଜନ ନିମନ୍ତେ ମେଜରେ ବସିଅଛି, ସେ କି ଶ୍ରେଷ୍ଠ ନୁହଁନ୍ତି? କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜଣେ ସେବକ ପରି ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 କାରଣ କିଏ ଶ୍ରେଷ୍ଠ? ଯେ ଭୋଜନୋପବିଷ୍ଟ, ନା ଯେ ସେବକ? ଯେ ଭୋଜନୋପବିଷ୍ଟ, ସେ କି ଶ୍ରେଷ୍ଠ ନୁହନ୍ତିଣ? କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜଣେ ସେବକ ପରି ଅଛି।

Gade chapit la Kopi

ଓଡିଆ ବାଇବେଲ

27 କାରଣ କିଏ ଶ୍ରେଷ୍ଠ ? ଯେ ଭୋଜନ ନିମନ୍ତେ ମେଜରେ ବସିଅଛି, ନା ଯେ ସେବକ ? ଭୋଜନ ନିମନ୍ତେ ମେଜରେ ବସିଅଛି, ସେ କି ଶ୍ରେଷ୍ଠ ନୁହଁନ୍ତି ? କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜଣେ ସେବକ ପରି ଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 କିଏ ଶ୍ରେଷ୍ଠ? ଯେ ଭୋଜନ କରେ ନା ଯେ ପରିବେଷଣ କରେ? ଅବଶ୍ୟ ଯେ ଭୋଜନ କରେ। କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ପରିବେଷକ ତୁଲ୍ୟ ରହିଛି।

Gade chapit la Kopi

ପବିତ୍ର ବାଇବଲ

27 ସବୁଠାରୁ ଶ୍ରେଷ୍ଠ ଲୋକ କିଏ? ଟେବୁଲ ପାଖରେ ଖାଇବାକୁ ବସିଥିବା ଲୋକ ନା ତାହାଙ୍କୁ ପରଶୁଥିବା ଲୋକ? ତୁମ୍ଭେମାନେ ଭାବିବ ଯେ ଖାଇବାକୁ ବସିଥିବା ଲୋକଟି ଅଧିକ ମହତ। କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ମୁଁ ଜଣେ ସେବକ ଭଳି ରହିଛି।

Gade chapit la Kopi




ଲୂକ ଲିଖିତ ସୁସମାଚାର 22:27
6 Referans Kwoze  

ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି।”


ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ।


କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।


Swiv nou:

Piblisite


Piblisite