Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଏଣୁ ମୋହର ପିତା ଯେପରି ମୋ ନିମନ୍ତେ ରାଜ୍ୟ ନିରୂପଣ କଲେ, ମୁଁ ମଧ୍ୟ ସେପରି ତୁମ୍ଭମାନଙ୍କ ନିମନ୍ତେ ନିରୂପଣ କରୁଅଛି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଏଣୁ ମୋହର ପିତା ଯେପରି ମୋʼ ନିମନ୍ତେ ରାଜ୍ୟ ନିରୂପଣ କଲେ, ମୁଁ ମଧ୍ୟ ସେପରି ତୁମ୍ଭମାନଙ୍କ ନିମନ୍ତେ ନିରୂପଣ କରୁଅଛି,

Gade chapit la Kopi

ଓଡିଆ ବାଇବେଲ

29 ଏଣୁ ମୋହର ପିତା ଯେପରି ମୋ ନିମନ୍ତେ ରାଜ୍ୟ ନିରୂପଣ କଲେ, ମୁଁ ମଧ୍ୟ ସେପରି ତୁମ୍ଭମାନଙ୍କ ନିମନ୍ତେ ନିରୂପଣ କରୁଅଛି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ତେଣୁ ମୋର ପିତା ଶାସନ କରିବା ପାଇଁ ମୋତେ ଯେପରି କ୍ଷମତା ଦେଇଛନ୍ତି, ମୁଁ ତୁମ୍ଭମାନଙ୍କୁ ସେହିପରି କ୍ଷମତା ଦେବି।

Gade chapit la Kopi

ପବିତ୍ର ବାଇବଲ

29 ମୋର ପରମପିତା ମୋତେ ଗୋଟିଏ ରାଜ୍ୟ ଦେଇଛନ୍ତି। ମୋ’ ସହିତ ତୁମ୍ଭେମାନେ ମଧ୍ୟ ତାହା ଉପରେ ଶାସନ କରିବାକୁ ମୁଁ ତୁମ୍ଭମାନଙ୍କୁ କ୍ଷମତା ଦେଉଛି।

Gade chapit la Kopi




ଲୂକ ଲିଖିତ ସୁସମାଚାର 22:29
14 Referans Kwoze  

ଯଦି ଆମ୍ଭେମାନେ ଧୈର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବା; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ;


ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;


ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ବର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି?


ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସର୍ବସ୍ୱ ଉପରେ ନିଯୁକ୍ତ କରିବେ।


“ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ମହା ଆନନ୍ଦ।


ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ ହୋଇଥିବାରୁ ଦଶ ଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ।


ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ।


ଯେ କେହି କ୍ରୀଡ଼ାରେ ପ୍ରତିଦ୍ୱନ୍ଦିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ କ୍ଷୟଣୀୟ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ।


ଆଉ, ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଭରସା ଅଟଳ, ଯେଣୁ ତୁମ୍ଭେମାନେ ଯେପରି ଦୁଃଖଭୋଗର ସହଭାଗୀ, ସେହିପରି ମଧ୍ୟ ସାନ୍ତ୍ୱନାର ଯେ ସହଭାଗୀ ଅଟ, ଏହା ଆମ୍ଭେମାନେ ଜାଣୁ।


ସେହି ନଗରୀର ପ୍ରାଚୀରର ଦ୍ୱାଦଶ ଭିତ୍ତିମୂଳ ଥିଲା, ସେହିସବୁ ଉପରେ ମେଷଶାବକଙ୍କ ଦ୍ୱାଦଶ ପ୍ରେରିତଙ୍କ ଦ୍ୱାଦଶ ନାମ ଲିଖିତ ଅଛି।


“ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।


ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।


ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ।


Swiv nou:

Piblisite


Piblisite