Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 କିନ୍ତୁ ସେ କହିଲେ, “ହେ ପିତର, ମୁଁ ତୁମ୍ଭକୁ କହୁଅଛି, ଆଜି କୁକୁଡ଼ା ନ ଡାକୁଣୁ ତୁମ୍ଭେ ଯେ ମୋତେ ଜାଣ, ଏହା ତିନି ଥର ଅସ୍ୱୀକାର କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 କିନ୍ତୁ ସେ କହିଲେ, ହେ ପିତର, ମୁଁ ତୁମ୍ଭକୁ କହୁଅଛି, ଆଜି କୁକୁଡ଼ା ନ ଡାକୁଣୁ ତୁମ୍ଭେ ଯେ ମୋତେ ଜାଣ, ଏହା ତିନି ଥର ଅସ୍ଵୀକାର କରିବ।

Gade chapit la Kopi

ଓଡିଆ ବାଇବେଲ

34 କିନ୍ତୁ ସେ କହିଲେ, ହେ ପିତର, ମୁଁ ତୁମ୍ଭକୁ କହୁଅଛି, ଆଜି କୁକୁଡ଼ା ନ ଡାକୁଣୁ ତୁମ୍ଭେ ଯେ ମୋତେ ଜାଣ, ଏହା ତିନି ଥର ଅସ୍ୱୀକାର କରିବା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

34 ଯୀଶୁ କହିଲେ, “ପିତର, ମୁଁ ତୁମକୁ କହୁଛି, ଆଜି ରାତିରେ କୁକୁଡ଼ା ଡ଼ାକିବା ପୂର୍ବରୁ ତୁମେ ତିନି ଥର ମୋତେ ଅସ୍ୱୀକାର କରିବ।”

Gade chapit la Kopi

ପବିତ୍ର ବାଇବଲ

34 ଯୀଶୁ କିନ୍ତୁ କହିଲେ, “ପିତର, ଆସନ୍ତା କାଲି ସକାଳେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ କହିବ ଯେ, ତୁମ୍ଭେ ମୋତେ ଜାଣି ନାହଁ। ଏ କଥା ତୁମ୍ଭେ ତିନିଥର କହିବ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 22:34
9 Referans Kwoze  

ଯୀଶୁ ଉତ୍ତର ଦେଲେ, “ତୁମ୍ଭେ କଅଣ ମୋʼ ନିମନ୍ତେ ନିଜ ପ୍ରାଣ ଦେବ? ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, କୁକୁଡ଼ା ନ ଡାକୁଣୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।”


ଯୀଶୁ ତାହାଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ଏହି ରାତିରେ କୁକୁଡ଼ା ଦ୍ୱିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।”


ଯୀଶୁ ତାହାଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଏହି ରାତିରେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।”


ସେଥିରେ ସେ ଅଭିଶାପ ଦେଇ ରାଣ ପକାଇ କହିବାକୁ ଲାଗିଲେ, ମୁଁ ସେ ଲୋକକୁ ଜାଣେ ନାହିଁ।


ସେଥିରେ ପିତର ପୁନର୍ବାର ଅସ୍ୱୀକାର କଲେ; ଆଉ, ସେହିକ୍ଷଣି କୁକୁଡ଼ା ଡାକିଲା।


ମାତ୍ର ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ଯିବାକୁ ଓ ମୃତ୍ୟୁଭୋଗ କରିବାକୁ ପ୍ରସ୍ତୁତ ଅଛି।


ଆଉ, ସେ ସେମାନଙ୍କୁ କହିଲେ, “ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଗାଞ୍ଜିଆ, ଝୋଲି ଓ ଜୋତା ବିନା ପଠାଇଥିଲି, ସେତେବେଳେ ତୁମ୍ଭମାନଙ୍କର କି କିଛି ଅଭାବ ହୋଇଥିଲା?” ସେମାନେ କହିଲେ, କିଛି ନାହିଁ।


ପୁଣି, ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକଦୃଷ୍ଟିରେ ଚାହିଁଲେ; ସେଥିରେ “ଆଜି କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ,” ଏହି ଯେଉଁ କଥା ପ୍ରଭୁ ପିତରଙ୍କୁ କହିଥିଲେ ତାହା ତାହାଙ୍କ ମନରେ ପଡ଼ିଲା,


Swiv nou:

Piblisite


Piblisite